ଆଖିବୁଜା ଗୁଳିମାଡ଼ କଲେ ଦୁର୍ବୃତ୍ତ ; ୭ ଜଣ ପୋଲିସ ଅଫିସରଙ୍କୁ ନିଲମ୍ବନ
ବେଗୁସରାଇ: ବିହାରର ବେଗୁସରାଇରେ ଦୁଇଜଣ ଦୁର୍ବୃତ୍ତ ବାଇକରେ ଆସି ରାସ୍ତା ଉପରେ ଚାଲୁଥିବା ଲୋକମାନଙ୍କ ଉପରକୁ ଆଖିବୁଜା ଗୁଳି ମାଡକରିଥିଲେ | ଏହି ଗୁଳିକାଣ୍ଡରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୯ଜଣ ଆହତ ହୋଇଛନ୍ତି । ଆହତଙ୍କୁ ଘରୋଇ ହସ୍ପିଟାଲରେ ଚିକିତ୍ସା ଚାଲିଛି। ଏହି ପୂରା ଘଟଣା…
Read More...
Read More...