ମିଜୋରାମର ପୂର୍ବତନ ରାଜ୍ୟପାଳ ସ୍ୱରାଜ କୌଶଳଙ୍କ ପରଲୋକ
ମିଜୋରାମ: ମିଜୋରାମର ପୂର୍ବତନ ରାଜ୍ୟପାଳ ସ୍ୱରାଜ କୌଶଳଙ୍କ ପରଲୋକ। ଆଜି ଦିଲ୍ଲୀରେ ତାଙ୍କର ୭୩ ବର୍ଷ ବୟସରେ ଦେହାନ୍ତ ହୋଇଛି। ପରିବାର ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ସେ ଦିଲ୍ଲୀରେ ଥିବା ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ସଂସ୍ଥାନ (ଏମ୍ସ)ରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ତାଙ୍କ…
Read More...
Read More...