ରାଜ୍ୟର ସବୁଠାରୁ ପ୍ରଦୂଷିତ ସହର ତାଳଚେର
ପ୍ରଦୂଷଣକୁ ନେଇ ଏବେ ଚିନ୍ତାର କାରଣ ସାଜିଛି ଓଡ଼ିଶାର ବାୟୁ ମାନ। ୩୩୨ ଏକ୍ୟୁଆଇ ସହ ରାଜ୍ୟର ସବୁଠାରୁ ପ୍ରଦୂଷିତ ସହର ଭାବେ ପରିଗଣିତ ହୋଇଛି ତାଳଚେର । ଦିନକୁ ଦିନ ପ୍ରଦୂଷଣରେ ରେକର୍ଡ ଭାଙ୍ଗୁଛି ଓଡ଼ିଶା । ଦେଶର ସର୍ବାଧିକ ପ୍ରଦୂଷିତ ୪ ସହର ଭିତରେ ଓଡ଼ିଶାର ତାଳଚେର, ବାରିପଦା ଓ ଅନୁଗୁଳ ୩…
Read More...
Read More...