ବଙ୍ଗୋପସାଗରରେ ସୃଷ୍ଟି ହେଲା ଆଉ ଏକ ବାତ୍ୟା, ଏଠାରେ କରିବ ଲ୍ୟାଣ୍ଡଫଲ
ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟି ହେଲା ଆଉ ଏକ ବାତ୍ୟା । ଦକ୍ଷିଣପଶ୍ଚିମ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଶ୍ରୀଲଙ୍କା ଉପକୂଳରେ ବାତ୍ୟା ସୃଷ୍ଟି ହୋଇଛି। ଏହାର ନାଁ ଡିଟୱା ରଖାଯାଇଛି। ଦକ୍ଷିଣପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ଏହି ବାତ୍ୟା ଏବେ ଏହା ଶ୍ରୀଲଙ୍କାର ପୋଟ୍ଟୁଭିଲ୍ ନିକଟବର୍ତୀ,…
Read More...
Read More...