ଦୁଷ୍କର୍ମ ମାମଲା: ଆତ୍ମସମର୍ପଣ କଲେ ତରୁଣ ତେଜପାଲ
୨୦୧୩ ଦୁଷ୍କର୍ମ ମାମଲାରେ ଗୋଆ କୋର୍ଟରେ ଆତ୍ମସମର୍ପଣ କଲେ ତରୁଣ ତେଜପାଲ। କନିଷ୍ଠ ସହଯୋଗୀଙ୍କୁ ଦୁଷ୍କର୍ମ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ବମ୍ବେ ହାଇକୋର୍ଟ ତେଜପାଲଙ୍କୁ ୧୦ ବର୍ଷ ଜେଲ୍ ଦଣ୍ଡାଦେଶ ଦେଇଛି। ରାୟକୁ ଚ୍ୟାଲେଞ୍ଜ କରି ତେଜପାଲ ସୁପ୍ରିମକୋର୍ଟ ଯାଇଥିଲେ। ମାତ୍ର ସର୍ବୋଚ୍ଚ…
Read More...
Read More...