ସୁନ୍ଦରଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରୁ ଚମ୍ପଟ ମାରିଲେ ବିଚାରାଧୀନ କଏଦୀ
ସୁନ୍ଦରଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରୁ ଫେରାର ମାରିଲା ହତ୍ୟା ଅଭିଯୁକ୍ତ । ବୁଧବାର ଦିନ ସୁନ୍ଦରଗଡ଼ ଜିଲ୍ଲାରେ ହତ୍ୟା ମାମଲାରେ ଜେଲରେ ଥିବା ଜଣେ ବିଚାରାଧୀନ କଏଦୀ ଚିକିତ୍ସା ପାଇଁ ନିଆଯାଉଥିବା ସମୟରେ ଶୌଚାଳୟ ବ୍ୟବହାର କରିବାକୁ ଅନୁମତି ମାଗିବାରୁ ସେଠାରୁ ଖସି ପଳାଇଥିବା ଜଣାପଡ଼ିଛି।…
Read More...
Read More...