ଟେଷ୍ଟ ଅଧିନାୟକ ଶୁବମନ ଗିଲ୍ ଙ୍କ ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚରେ ଆଶ୍ଚର୍ଯ୍ୟଜନକ ରେକର୍ଡ
ବର୍ମିଂହାମ-: ଟିମ୍ ଇଣ୍ଡିଆର ଟେଷ୍ଟ ଅଧିନାୟକ ଶୁବମନ ଗିଲ୍ ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍ର ପ୍ରଥମ ଇନିଂସରେ ଦ୍ୱିଶତକ ହାସଲ କରି ଅନେକ ଆଶ୍ଚର୍ଯ୍ୟଜନକ ରେକର୍ଡ ନିଜ ନାମରେ କରିଛନ୍ତି । ଗିଲ୍ ଟେଷ୍ଟରେ ଦ୍ୱିଶତକ ହାସଲ କରିଥିବା ପ୍ରଥମ ଏସୀୟ ଅଧିନାୟକ ହେବା ସହିତ ଇଂଲଣ୍ଡ ମାଟିରେ…
Read More...
Read More...