ବଢିଲା ଚିନ୍ତା, ଏଣିକି TET ଉତ୍ତୀର୍ଣ୍ଣ ବାଧ୍ୟତାମୂଳକ
ଭୁବନେଶ୍ଵର: ଟିଚର ଇଲିଜିବିଲିଟି ଟେଷ୍ଟ (TET) ନେଇ ସୁପ୍ରିମକୋର୍ଟଙ୍କ ବଡ଼ ରାୟ । TET ଉତ୍ତୀର୍ଣ୍ଣ ବାଧ୍ୟତାମୂଳକ ବୋଲି ରାୟ ଦେଲେ ସୁପ୍ରିମକୋର୍ଟ । ଯେଉଁ ଶିକ୍ଷକମାନେ ଚାକିରିରେ ଅଛନ୍ତି ସେମାନଙ୍କୁ ୨ ବର୍ଷରେ TET ପାସ୍ କରିବାକୁ ପଡ଼ିବ । ଯେଉଁ ଶିକ୍ଷକଙ୍କ ଅବସର ୫ ବର୍ଷରୁ କମ୍ ଅଛି…
Read More...
Read More...