କିଶୋର ଜେନାଙ୍କୁ ୫୦ ଲକ୍ଷ ଟଙ୍କାର ପୁରସ୍କାର ରାଶି ଦେଇ ସମ୍ମାନିତ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ବିଶ୍ୱ ଆଥଲେଟିକ ଚମ୍ପିୟାନସିପରେ ଓଡ଼ିଶା ପାଇଁ ଗୌରବ ଆଣିଥିବା କିଶୋର ଜେନାଙ୍କୁ ୫୦ ଲକ୍ଷ ଟଙ୍କାର ପୁରସ୍କାର ରାଶି ଦେଇ ସମ୍ମାନିତ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବିଶ୍ୱ ଆଥଲେଟିକ ଚମ୍ପିୟାନସିପର ଜାଭଲିନ ଗେମରେ ପ୍ରଥମ ଓଡ଼ିଆ ଭାବେ କିଶୋର ଫାଇନାଲ ଖେଳିବା ଏବଂ…
Read More...
Read More...