ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶରେ ସାହାରା ପାଇଲେ ତିନି ଅନାଥ ଶିଶୁ
ବଲାଙ୍ଗିର : ବାପା ମା’ ଛେଉଣ୍ଡ ତିନି ଅନାଥ ଶିଶୁଙ୍କ ଦୁଃଖ କଥା ଗଣମାଧ୍ୟମରୁ ଜାଣିବାମାତ୍ରେ ତୁରନ୍ତ ତଦନ୍ତ ଓ କାର୍ୟ୍ୟାନୁଷ୍ଠାନ ପାଇଁ ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦୀପ କୁମାର ଜେନା ବଲାଙ୍ଗିର ଜିଲ୍ଲା ପ୍ରଶାସନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ତଦନୁଯାୟୀ ଜିଲ୍ଲାପାଳ ଚଞ୍ଚଳ ରଣାଙ୍କ ପରାମର୍ଶ…
Read More...
Read More...