Browsing Tag

trains cancelled

ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି ପୁନରୁଦ୍ଧାର କାର୍ଯ୍ୟ; ଆଜି ୯ ଟ୍ରେନ୍ ବାତିଲ

ଭୁବନେଶ୍ବର: ବାହାନଗା ଟ୍ରେନ୍ ଦୁର୍ଘଟଣାର ୫୧ ଘଣ୍ଟା ମଧ୍ୟରେ ଦୁଇଟି ଟ୍ରାକର ମରାମତି କାର୍ଯ୍ୟ ଶେଷ ହୋଇଛି। ପ୍ରଥମେ ମାଲ୍ବାହୀ ଓ ପରେ ଯାତ୍ରୀବାହୀ ଟ୍ରେନ୍ ଚଳାଚଳ ହୋଇଥିବା ନେଇ ରେଳ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଥିଲା। ଜୁନ୍ ୩ ତାରିଖ ସକାଳୁ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ…
Read More...

ବାହାନଗା ଟ୍ରେନ୍ ଟ୍ରାଜେଡି: ମରାମତି କାର୍ଯ୍ୟ ପାଇଁ ୭୪ଟି ଟ୍ରେନ୍ ବାତିଲ

ଭୁବନେଶ୍ୱର: ବାହାନଗା ନିକଟରେ ଟ୍ରେନ ଦୁର୍ଘଟଣା ପରେ ସେହି ରୁଟ୍ରେ ରେଳ ଚଳାଚଳ ସ୍ୱାଭାବିକ ହୋଇଥିଲେ ମଧ୍ୟ ଆଜି ଓ କାଲି ପାଇଁ ୭୪ଟି ଟ୍ରେନ୍ ବାତିଲ କରାଯାଇଛି। ଦୁର୍ଘଟଣାଗ୍ରସ୍ତ ଟ୍ରାକରେ ଆଉ କିଛି ମରାମତି କାମ ପାଇଁ ରେଳ ଚଳାଚଳ ବନ୍ଦ କରାଯାଇଛି। ଏନେଇ ରେଳ ବିଭାଗ ପକ୍ଷରୁ ସୂଚନା…
Read More...