Browsing Tag

#tree plantation

ସାମ୍ବାଦିକ ସଂଘ ତରଫରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ

ଢେଙ୍କାନାଳ:- ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଏନଏସି ସାରଙ୍ଗଧର ସ୍କୁଲର ହଷ୍ଟେଲ ପରିସରରେ ସାମ୍ବାଦିକ ସଂଘ ତରଫରୁ ଏକ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଗୋଟି ଗଛ ମାଆ ନାମିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ସ୍ଥାନିୟ ବିଧାୟକ ଶତୃଘନ ଜେନା ଯୋଗ ଦେଇଥିବା…
Read More...

ସ୍ବେଚ୍ଛାସେବୀ ଉଦୀୟମାନ ପକ୍ଷରୁ ବୈରୀ ଥାନାରେ ବୃକ୍ଷ ରୋପଣ 

ବଡଚଣା / ବେଦପ୍ରକାଶ ନାୟକ : ଯାଜପୁର ଜିଲ୍ଲା ବଡଚଣା ଉଦୀୟମାନ ଛତିଆ ଶାଖା ପକ୍ଷରୁ ବୈରୀ ଥାନା ପରିସରରେ ବୃକ୍ଷ ରୋପଣ କାର୍ୟ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଛତିଆ ଶାଖାର ସଭାପତି ବିପିନ ବିଶ୍ୱାଳଙ୍କ ନେତୃତ୍ବରେ ଆୟୋଜିତ ସଚେତନତା କାର୍ୟ୍ୟକ୍ରମରେ ଥାନା ଏସ୍ ଆଇ ଜାହିର ଅବଦିନ୍ ଏହାକୁ…
Read More...

ଆଦର୍ଶ ବିଦ୍ୟାଳୟରେ ୭୪ ତମ ବନ ମହୋତ୍ସବ ଅନୁଷ୍ଠିତ

ରାଇରଙ୍ଗପୁର/ସତ୍ୟନାରାୟଣ ପାଲ: ମୟୂରଭଞ୍ଜ ଜିଲ୍ଲାର ରାଇରଙ୍ଗପୁର ବ୍ଳକର ଗୋରୁମହିଷାଣୀ ସନ୍ନିକଟ ଆଦର୍ଶ ବିଦ୍ୟାଳୟରେ ଆଜି ୭୪ ତମ ଵନୋତ୍ସବ ପ୍ରଧାନ ଶିକ୍ଷକ ପ୍ରତାପ ଚନ୍ଦ୍ର ବେହେରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ରାଇରଙ୍ଗପୁର ବନାଞ୍ଚଳ ଅଧିକାରୀ ସତ୍ୟବ୍ରତ…
Read More...