Browsing Tag

Tutu Nayak

ଘୁଞ୍ଚିଲା ଟୁଟୁ ନାୟକଙ୍କ ଜାମିନ ଆବେଦନ , ୮ ତାରିଖରେ ହେବ ଶୁଣାଣି

ଭୁବନେଶ୍ୱର: ପ୍ରଯୋଜକ ଟୁଟୁ ନାୟକଙ୍କ ଜାମିନ ଶୁଣାଣି ଘୁଂଚିଲା। ୮ ତାରିଖରେ ହେବ ଜାମିନ ଆବେଦନ ଶୁଣାଣି। ଗତ ଶନିବାର ଜାମିନ ଆବେଦନ ଶୁଣାଣୀକୁ ସଂରକ୍ଷିତ ରଖିଥିଲେ କୋର୍ଟ । SDJM କୋର୍ଟରେ ଜାମିନ ନେଇ ପୁନଃ ଶୁଣାଣି ହେବ। ୧୪ ଦିନିଆ ବିଚାର ବିଭାଗୀୟ ହାଜତରେ ଅଛନ୍ତି ଟୁଟୁ ନାୟକ। ଦଫା ୩୫୪,…
Read More...

ଓଡିଆ ଫୀଲ୍ମ ପ୍ରଯୋଜକ ଟୁଟୁ ନାୟକ ଗିରଫ

ଭୁବନେଶ୍ୱର: ଓଡିଆ ଫୀଲ୍ମ ପ୍ରଯୋଜକ ଟୁଟୁ ନାୟକ ଗିରଫ ହେଲେ । ବିବାଦ ବଢିବାରୁ ଗିରଫ କରିଛି ଭୁବନେଶ୍ୱର କମିଶନରେଟ ପୋଲିସ । ସାମ୍ବାଦିକା ଦେବସ୍ମିତା ରାଉତଙ୍କୁ ଅସଦାଚାରଣ ଅଭିଯୋଗରେ ଗିରଫ କରିଛି ପୋଲିସ । ଏନେଇ ସୂଚନା ଦେଇଛନ୍ତି ଜୋନ- ୧ ଏସିପି ମାନଓ ଗଡନାୟକ । ସୂଚନା ଅନୁଯାୟୀ,…
Read More...