ଆରପାରିରେ ଟେଲି ଅଭିନେତା ସିଦ୍ଧାନ୍ତ ବୀର ସୂର୍ଯ୍ୟବଂଶୀ : ୱାର୍କ ଆଉଟ ସମୟରେ ହେଲା ହୃଦଘାତ
ମୁମ୍ବାଇ: ଲୋକପ୍ରିୟ ଟେଲି ଅଭିନେତା ସିଦ୍ଧାନ୍ତ ବୀର ସୂର୍ଯ୍ୟବଂଶୀ ଦେହାନ୍ତ ହୋଇଛି। ହିନ୍ଦୀ ଧାରାବାହିକ ଜଗତର ଲୋକପ୍ରିୟ ଅଭିନେତା ଥିଲେ ସେ | ୱାର୍କଆଉଟ୍ କରୁଥିବା ସମୟରେ ହୃଦଘାତରେ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ମାତ୍ର ୪୬ ବର୍ଷ ବୟସରେ ସିଦ୍ଧାନ୍ତଙ୍କ ଏଭଳି ଅକାଳ ବିୟୋଗ ତାଙ୍କ…
Read More...
Read More...