ଏସିଆ କପ୍ର ପ୍ରଥମ ମ୍ୟାଚ୍ରେ ଟିମ୍ ଇଣ୍ଡିଆ ଭେଟିବ ୟୁଏଇ କୁ
ନୂଆଦିଲ୍ଲୀ:- ଏସିଆ କପ୍ର ୧୭ଶ ସଂସ୍କରଣରେ ଅଭିଯାନ ଆରମ୍ଭ କରିବ ଗତଥରର ଚମ୍ପିଆନ୍ ଭାରତ । ସୂର୍ଯ୍ୟକୁମାର ଯାଦବଙ୍କ ନେତୃତ୍ୱାଧୀନ ଟିମ୍ ଇଣ୍ଡିଆ ଏହାର ପ୍ରଥମ ମ୍ୟାଚ୍ରେ ୟୁନାଇଟେଡ୍ ଆରବ ଏମିରେଟ୍ସ (ୟୁଏଇ)କୁ ଭେଟିବ। ପ୍ରଥମ ମ୍ୟାଚ୍ରେ ଦଳୀୟ ସନ୍ତୁଳନ ବଜାୟ ରଖିବା ଭାରତ ପାଇଁ…
Read More...
Read More...