ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଶ୍ରାଦ୍ଧବାର୍ଷିକୀ ପାଳିତ
ରାଉରକେଲା: ସହରର ଅଗ୍ରଣୀ ସାହିତ୍ୟାନୁଷ୍ଠାନ ପ୍ରଗତି ଉତ୍କଳ ସଂଘ ପକ୍ଷରୁ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ୮୯ତମ ଶ୍ରାଦ୍ଧବାର୍ଷିକୀ ପାଳିତ ହୋଇଯାଇଛି। ଅନୁଷ୍ଠାନର ଉପସଭାପତି ରଶ୍ମି ରଞ୍ଜନ ବୋଇତାଇଙ୍କ ଆବାହକତ୍ୱରେ ଆୟୋଜିତ ଏହି କାର୍ୟ୍ୟକ୍ରମରେ ସଂଘର ସଦସ୍ୟ ଓ ଅନ୍ୟାନ୍ୟ ଅନୁଷ୍ଠାନର…
Read More...
Read More...