Browsing Tag

Veer Surendra Sai

ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ପକ୍ଷରୁ ସୁବାଷ ଚନ୍ଦ୍ର ବୋଷ ଜୟନ୍ତୀ ଓ ବୀର ସୁରେନ୍ଦ୍ର ସାଏ ଜୟନ୍ତୀ ପାଳିତ ହୋଇଯାଇଛି।

ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ସ୍ଥାନୀୟ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପକ୍ଷରୁ ସୁବାଷ ବୋଷ ଓ ବୀର ସୁରେନ୍ଦ୍ର ସାଏଙ୍କ ଜନ୍ମ ଜୟନ୍ତୀ ସମାରୋହରେ ପାଳିତ ହୋଇଯାଇଛି । ଏହି ଅବସରରେ ଭାରତର ମହାନ୍ ଜନ ନାୟକ ନେତାଜୀ ସୁବାଷ ଚନ୍ଦ୍ର ବୋଷ ଏବଂ ପଶ୍ଚିମ ଓଡ଼ିଶାର ବିଶିଷ୍ଟ…
Read More...