ଓଡ଼ିଆ ଭାଷାରେ ରାୟ ପ୍ରକାଶ କଲେ ବିଚାରପତି ସଞ୍ଜୀବ କୁମାର ପାଣିଗ୍ରାହୀ
ରିପୋଟର୍ସ ଟୁଡେ ବ୍ୟୁରୋ: ଓଡ଼ିଆ ଭାଷାରେ ଆସିଲା ହାଇକୋର୍ଟଙ୍କ ପ୍ରଥମ ରାୟ । ଓଡ଼ିଶା ହାଇକୋର୍ଟ ପ୍ରତିଷ୍ଠାକୁ ୭୫ବର୍ଷ ପୂରଣ ହେଉଥିବା ବେଳେ ସଫଳତାର ଆଉ ଏକ ନୂଆ ଅଧ୍ୟାୟ ଯୋଡ଼ି ହୋଇଯାଇଛି । ଏକ ଐତିହାସିକ ଘଟଣାକ୍ରମରେ ଓଡ଼ିଶା ହାଇକୋର୍ଟ ପକ୍ଷରୁ ଓଡ଼ିଆରେ ଏକ ମାମଲାର ରାୟ ପ୍ରକାଶ ପାଇଛି ।…
Read More...
Read More...