Browsing Tag

vigilance raid

କଟକ ସର୍କଲ ଖଣି ଉପନିର୍ଦ୍ଦେଶକ ଗିରଫ, ଘରୁ ୪ କୋଟିରୁ ଅଧିକ ଟଙ୍କା ଜବତ

କଟକ: ଓଡ଼ିଶା ଭିଜିଲାନ୍ସର ଜାଲରେ ପଡ଼ିଛନ୍ତି କଟକ ସର୍କଲର ଖଣି ଉପନିର୍ଦ୍ଦେଶକ ଦେବବ୍ରତ ମହାନ୍ତି। ୩୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଟିମ୍‌ ତାଙ୍କୁ ଧରିଥିଲା। ପରେ ତାଙ୍କ ବାସଭବନ ଓ ଅନ୍ୟାନ୍ୟ ସ୍ଥାନରେ ଚଢ଼ାଉ କରି ବିପୁଳ ପରିମାଣର ଅବୈଧ ସମ୍ପତ୍ତି ଜବତ କରାଯାଇଛି। Odisha…
Read More...

ଅନୁଗୁଳ DHH କିରାଣି ସୁବ୍ରତ ବେହେରାଙ୍କ ୩ ମହଲା କୋଠା ଠାବ, ୨.୩୮ କୋଟି ଆତ୍ମସାତ ଅଭିଯୋଗରେ ଭିଜିଲାନ୍ସ ରେଡ୍

ଅନୁଗୁଳ: ଦୀର୍ଘ ସାଢେ ତିନି ମାସ ଧରି ଫେରାର ରହିବା ପରେ ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ (DHH)ର କିରାଣି ସୁବ୍ରତ ବେହେରାଙ୍କୁ ଗିରଫ କରିଛି ଓଡ଼ିଶା ଭିଜିଲାନ୍ସ ବିଭାଗ। ପ୍ରାୟ ୨.୩୮ କୋଟି ଟଙ୍କା ସରକାରୀ ପାଣ୍ଠି ଆତ୍ମସାତ୍ ଅଭିଯୋଗରେ ତାଙ୍କ ବିରୋଧରେ ରେଡ୍ କରାଯାଇଥିଲା। ଭିଜିଲାନ୍ସ…
Read More...

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଅନୁଗୁଳ ଜଳସେଚନ ବିଭାଗ ଅଧୀକ୍ଷଣ ଯନ୍ତ୍ରୀ ସୁରେନ୍ଦ୍ର ବେହେରାଙ୍କ ଘରେ…

ଅନୁଗୁଳ:- ଅଧୀକ୍ଷଣ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢାଉ । ଅନୁଗୁଳରେ କାର୍ଯ୍ୟରତ ଜଳସେଚନ ବିଭାଗର ଅଧୀକ୍ଷଣ ଯନ୍ତ୍ରୀ ସୁରେନ୍ଦ୍ର ବେହେରାଙ୍କ ଘରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଜି ସକାଳୁ ଚଢାଉ କରିଛି ଭିଜିଲାନ୍ସ । ସ୍ୱତନ୍ତ୍ର ବିଚାରପତି, ସୁନ୍ଦରଗଡ଼, ଭିଜିଲାନ୍ସଙ୍କ ଦ୍ୱାରା…
Read More...

ଏକକାଳୀନ ୧୦ଟି ସ୍ଥାନରେ ଭିଜିଲାନ୍ସ ଟିମର ଚଢାଉ

ଭୁବନେଶ୍ୱର:- ଭିଜିଲାନ୍ସ ଜାଲରେ ଆର୍ ଆଣ୍ଡ ବି ଡିଭିଜନ୍‌ର ସହକାରୀ ଯନ୍ତ୍ରୀ । ଭୁବନେଶ୍ୱର ଆର୍ ଆଣ୍ଡ ବି ଡିଭିଜନ-୩ର ସହକାରୀ ଯନ୍ତ୍ରୀ ରାଜକିଶୋର ଜେନାଙ୍କ ବାସଭବନ ସମେତ ଏକକାଳୀନ ୧୦ଟି ସ୍ଥାନରେ ଭିଜିଲାନ୍ସ ଟିମର ଚଢାଉ ଆରମ୍ଭ ହୋଇଛି । ଆୟବହିର୍ଭୁତ ସମ୍ପତ୍ତି ଠୂଳ ଅଭିଯୋଗରେ ଆଜି…
Read More...

BMC କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ଜଗନ୍ନାଥ ପଟ୍ଟନାୟକଙ୍କ ବିପୁଳ ସଂପତ୍ତି ଠାବ

ଭୁବନେଶ୍ଵର: BMC କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ଜଗନ୍ନାଥ ପଟ୍ଟନାୟକଙ୍କ ବିପୁଳ ସଂପତ୍ତି ଠାବ । ମୋଟ୍ ୩ଟି ଦାମୀ ପ୍ଲଟ୍‌ ଠାବ ହୋଇଛି । ସେଥିରୁ ଭୁବନେଶ୍ବରରେ ୨ଟି ରହିଛି । ଭୁବନେଶ୍ବରରେ ୩ ମହଲା କୋଠା ସହ ଦେଢ଼ ଏକର ଜମିର ଫାର୍ମ ହାଉସ୍ ଠାବ ହୋଇଛି । ଏଥିସହ ଗୋଟିଏ ମାଛ ପୋଖରୀ ସହ କୁକୁଡ଼ା…
Read More...

କୁବେର DFOଙ୍କ ଅମାପ ସମ୍ପତ୍ତି, ଏବେବି ଚାଲିଛି ଚଢାଉ

କେନ୍ଦୁଝର: ଭିଜିଲାନ୍ସ ଜାଲରେ କେନ୍ଦୁଝର କେନ୍ଦୁ ପତ୍ର ଡିଭିଜନ ଡିଏଫଓ ନିତ୍ୟାନନ୍ଦ ନାୟକ । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଜି ଡିଏଫଓ ନିତ୍ୟାନନ୍ଦ ନାୟକଙ୍କ ଘରେ ଚଢାଉ କରିଛି ଭିଜିଲାନ୍ସ । ଅନୁଗୁଳ, କେନ୍ଦୁଝର, ନୟାଗଡର ୭ଟି ସ୍ଥାନରେ ଚାଲିଛି ରେଡ କରାଯାଇଛି । ଚଢ଼ାଉ ବେଳେ ୩…
Read More...

ପ୍ରକଳ୍ପ ଅଧିକାରୀ ଶାନ୍ତନୁ ମହାପାତ୍ରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ମାଲକାନଗିରି: ବାବୁଙ୍କ ଘରେ ପୁଳା ପୁଳା ଟଙ୍କା । କୋଟିଏରୁ ଅଧିକ ଟଙ୍କା ଜବତ । ମାଲକାନଗିରି ଜଳ ବିଭାଜିକା ପ୍ରକଳ୍ପ ଅଧିକାରୀ ଶାନ୍ତନୁ ମହାପାତ୍ରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ। ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ମାଲକାନଗିରି ଜଳ ବିଭାଜିକା ପ୍ରକଳ୍ପ ଅଧିକାରୀ ଶାନ୍ତନୁ…
Read More...

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ : R&B ବିଭାଗର ପୂର୍ବତନ ମୁଖ୍ୟଯନ୍ତ୍ରୀଙ୍କ ଘରେ ରେଡ୍

ଭିଜିଲାନ୍ସ ଜାଲରେ ଆଉ ଜଣେ ବଡ଼ ବାବୁ । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ R&B ବିଭାଗର ପୂର୍ବତନ ମୁଖ୍ୟଯନ୍ତ୍ରୀ ତାରା ପ୍ରସାଦ ମିଶ୍ରଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି । ତାରା ପ୍ରସାଦଙ୍କ ପୈତୃକ ଘର ସମେତ ଭୁବନେଶ୍ୱର, କଟକ, ଝାରସୁଗୁଡ଼ାର ୯ଟି ସ୍ଥାନରେ ଏକକାଳୀନ…
Read More...

ଭିଜିଲାନ୍ସ ଜାଲରେ ଭୁବନେଶ୍ବର ଅବକାରୀ ଜଏଣ୍ଟ କମିଶନର

ଭୁବନେଶ୍ବର : ଭିଜିଲାନ୍ସ ଜାଲରେ ଭୁବନେଶ୍ବର ଅବକାରୀ ଜଏଣ୍ଟ କମିଶନର । ଅବକାରୀ ଜଏଣ୍ଟ କମିଶନର ରାମଚନ୍ଦ୍ର ମିଶ୍ରଙ୍କ ଘରେ ରେଡ୍ କରିଛି ଭିଜିଲାନ୍ସ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କ ଘରେ ଚଢ଼ାଉ ଚାଲିଛି । ଏକାସାଙ୍ଗରେ ୧୦ଟି ସ୍ଥାନରେ ଭିଜିଲାନ୍ସ ଟିମ୍ ଚଢ଼ାଉ ଚଲାଇଛି।…
Read More...

ବୌଦ୍ଧ RTO ବସନ୍ତ ମହାପାତ୍ର ଙ୍କ ଘରେ ଭିଜିଲାନ୍ସ ରେଡ

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ଆଉ ଜଣେ RTO । ବୌଦ୍ଧ RTO ବସନ୍ତ ମହାପାତ୍ର ଙ୍କ ଘରେ ଭିଜିଲାନ୍ସ ରେଡ । ଆୟରବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ରେଡ କରୁଛି ଭିଜିଲାନ୍ସ । ୨ ଜଣ ଅତିରିକ୍ତ ଏସପି, ୬ ଜଣ ଡ଼ିଏସପି, ୬ ଜଣ ଇନ୍ସପେକ୍ଟର ଙ୍କ ନେତୃତ୍ୱରେ ରେ ଚାଲିଛି ଚଢାଉ । ଭୁବନେଶ୍ୱର,…
Read More...