ବିଲ୍ କରାଇବା ପାଇଁ ମାଗୁଥିଲେ ଲକ୍ଷେ ଟଙ୍କା
ବ୍ୟୁରୋ-: ଲାଞ୍ଚୁଆ ଇଞ୍ଜିନିୟରଙ୍କୁ ବାନ୍ଧିଲା ଭିଜିଲାନ୍ସ । ଭୁବନେଶ୍ବର ରୁରାଲ ୱାର୍କସର ଆସିଷ୍ଟାଣ୍ଟ ଇଞ୍ଜିନିୟର ନରେଶ ଦାସ ଗିରଫ । ୧ ଲକ୍ଷ ଟଙ୍କା ଲାଞ୍ଚ ନେଲାବେଳେ ଧରିଥିଲା ଭିଜିଲାନ୍ସ । ବିଲ୍ କରାଇବାକୁ କଣ୍ଟ୍ରାକ୍ଟରଙ୍କ ଠାରୁ ଲାଞ୍ଚ ନେଲାବେଳେ ଧରାପଡ଼ିଥିଲେ ଇଞ୍ଜିନିୟର ।
ସୂଚନା…
Read More...
Read More...