୧୦ ଲାଞ୍ଚ ନେଇ ଧରାପଡିଲେ ରାଜସ୍ୱ ନୀରିକ୍ଷକ ସୁଶାନ୍ତ ସ୍ବାଇଁ
ଯାଜପୁର : ଲାଞ୍ଚ ନେଇ ଧରାପଡିଲେ ଆରଆଇ । ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି ଯାଜପୁର ଧର୍ମଶାଳା ତହସିଲ ଅଧିନସ୍ଥ ବଳରାମପୁର-୧ ରାଜସ୍ୱ ନୀରିକ୍ଷକ ସୁଶାନ୍ତ ସ୍ବାଇଁ । ବଳରାମପୁର -୧ ରାଜସ୍ୱ ନିରୀକ୍ଷକ ସୁଶାନ୍ତ କୁମାର ସ୍ୱାଇଁ କବାଟବନ୍ଧ ପଞ୍ଚାୟତ…
Read More...
Read More...