ଅନୁଷ୍କା ଶର୍ମା ଏବଂ ବିରାଟ କୋହଲି ଦ୍ୱିତୀୟ ଥର ମା ବାପା ହେବାକୁ ଯାଉଛନ୍ତି
ବଲିଉଡ ଅଭିନେତ୍ରୀ ଅନୁଷ୍କା ଶର୍ମା ଷ୍ଟାର କ୍ରିକେଟର ବିରାଟ ପୁଣି ହୋଇପାରନ୍ତି ମା ବାପା । ସୁଚନା ମୁତାବକ , ଅନୁଷ୍କା ପୁଣି ଗର୍ଭବତୀ ଅଛନ୍ତି ବୋଲି ଶୁଣିବାକୁ ମିଳିଛି । ଏହି ଷ୍ଟାର ଦମ୍ପତି ଘରକୁ ନୂଆ ଅତିଥିଙ୍କୁ ସ୍ୱାଗତ କରିପାରନ୍ତି । ସେସିଆଲ ମିଡିଆରେ ଏହାର ଜୋରସୋର ଚର୍ଚ୍ଚା ଚାଲିଛି…
Read More...
Read More...