Browsing Tag

VK Pandian

5T ଓ ନବୀନ ଓଡ଼ିଶାର ଅଧ୍ୟକ୍ଷ ହେଲେ ଭି.କେ ପାଣ୍ଡିଆନ

ଭୁବନେଶ୍ୱର : ଗତକାଲି ସ୍ୱେଚ୍ଛାକୃତ ଅବସର ନେଇଥିବା ବରିଷ୍ଠ ଆଇଏଏସ୍ ଅଧିକାରୀ ତଥା ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭି.କାର୍ତ୍ତିକେୟ ପାଣ୍ଡିଆନଙ୍କୁ ମିଲିଛି ନୁଆ ଦାଇତ୍ୱ । ‘୫-ଟି’ ଓ ନବୀନ ଓଡିଶା’ର ଅଧ୍ୟକ୍ଷ ଭାବେ ଦାଇତ୍ୱ ତୁଲାଇବେ ଭି . କେ ପାଣ୍ଡିଆନ । ଏ ନେଇ ଆଜି ସାଧାରଣ…
Read More...

କଟକ ଓ କେନ୍ଦ୍ରାପଡ଼ା ଜିଲ୍ଲାରେ ଆରମ୍ଭ ହେଲା ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ, ଭରଚୁଆଲ ମୋଡରେ ଶୁଭାରମ୍ଭ

ଭୁବନେଶ୍ବର : ରାଜ୍ୟ ସରକାରଙ୍କର ଗ୍ରାମାଭିମୂଖୀ ମହତ୍ବକାଂକ୍ଷୀ ଯୋଜନା ‘ଆମ ଓଡିଶା ନବୀନ ଓଡିଶା’ ମାଧ୍ୟମରେ ନୂଆ ଓଡିଶା ସଶକ୍ତ ଓଡିଶା ଗଠନର ଭିତ୍ତିଭୂମିକୁ ସୁଦୃଢ କରିବା ପାଇଁ ଆରମ୍ଭ ହୋଇଛି ଅଭିଯାନ।  ଏହି କାର୍ଯ୍ୟକ୍ରମର ଫୋକସ୍‌ ହେବ ପ୍ରତି ପଞ୍ଚାୟତ, ପ୍ରତି ଗାଁ ।  ଆଜି ଭୁବନେଶ୍ବରରୁ…
Read More...

ମହାପ୍ରଭୁଙ୍କୁ ଦର୍ଶନ କରିବା ସହ ପରିକ୍ରାମା ପ୍ରକଳ୍ପ କାର୍ଯ୍ୟର ଅନୁଧ୍ୟାନ କରିଲେ ୫ଟି ସଚିବ

ପୁରୀ: ପୁରୀରେ ୫ଟି ସଚିବ ଭି କାତ୍ତିକେୟନ ପାଣ୍ଡିଆନ । ଆଜି ସକାଳେ ସେ ପୁରୀରେ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି । ଦର୍ଶନ କରିବା ପରେ ଉତ୍ତର ଦ୍ୱାରରେ ଚାଲିଥିବା ପରିକ୍ରମା ପ୍ରକଳ୍ପର ଅନୁଧ୍ୟାନ କରଇଥିଲେ । ବାହାର ରାସ୍ତା କାର୍ଯ୍ୟ ଶେଷ ହୋଇଥିବା ବେଳେ ଅନ୍ୟାନ୍ୟ ନିର୍ମାଣ କାର୍ଯ୍ୟର…
Read More...

ଓଡିଶା ପାଇକ ଏକାଡେମୀ ଓ ଗବେଷଣା କେନ୍ଦ୍ର ପ୍ରତିଷ୍ଠାକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ଭୁବନେଶ୍ବର: ଖୋର୍ଦ୍ଧା ଜିଲ୍ଲାରେ ଓଡିଶା ପାଇକ ଏକାଡେମୀ ଓ ଗବେଷଣା କେନ୍ଦ୍ର ପ୍ରତିଷ୍ଠା ହେବ। ଏହାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି ।  ରାଜ୍ୟର ଗୌରବମୟ ପାଇକ ପରମ୍ପରାର ସାମୁହିକ ବିକାଶ ନିମନ୍ତେ ଏହି କେନ୍ଦ୍ର ରାଜ୍ୟ ସରକାରଙ୍କ ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି…
Read More...

ପୁରୀ ଯାଇ ଶ୍ରୀଜୀଉଙ୍କ ଦର୍ଶନ କଲେ ୫ଟି ସଚିବ ଭିବେ ପାଣ୍ଡିଆନ

ପୁରୀ: ପୁରୀ ଯାଇ ଶ୍ରୀଜୀଉଙ୍କ ଦର୍ଶନ କଲେ ୫ଟି ସଚିବ ଭିବେ ପାଣ୍ଡିଆନ ।ସକାଳୁ ସେ ଶ୍ରୀମନ୍ଦିର ନିକଟରେ ପହଞ୍ଚି ମହାପ୍ରଭୁଙ୍କୁ ଦର୍ଶନ କରିବା ସହ ପାର୍ଶ୍ଵ ଦେବାଦେବୀ ଦର୍ଶନ ଓ ବେଢା ପରିକ୍ରମା କରିଥିଲେ। ପରେ ବିମଳା ମନ୍ଦିର ଦର୍ଶନ କରି ସେ ଭୁବନେଶ୍ବର ଫେରିଥିଲେ। ଶ୍ରୀମନ୍ଦିର ମଧ୍ୟରେ…
Read More...

5T ସଚିବଙ୍କ ମୟୂରଭଞ୍ଜ ଗସ୍ତର ଦ୍ବିତୀୟ ଦିନ, ବିକାଶ କାର୍ଯ୍ୟର କରୁଛନ୍ତି ଅନୁଧ୍ୟାନ

ମୟୂରଭଞ୍ଜ: ଦ୍ବିତୀୟ ଦିନରେ ମୟୂରଭଞ୍ଜରେ 5T ସଚିବଙ୍କ ମାରାଥନ ସମୀକ୍ଷା । ଗ୍ରାଉଣ୍ଡ ଜିରୋରେ ବିକାଶ କାର୍ଯ୍ୟର ଅନୁଧ୍ୟାନ କରୁଛନ୍ତି 5T ସଚିବ । ବାରିପଦାର ଛଉ ପଡ଼ିଆରେ ପହଞ୍ଚିବା ପରେ 5T ସଚିବଙ୍କୁ ରାକ୍ଷୀ ବାନ୍ଧିଲେ ସ୍ବୟଂ ସହାୟିକା । ମା’ଙ୍କ ଠାରୁ ଦାବି ପତ୍ର ଗ୍ରହଣ କରିବା ସହ…
Read More...

ମୟୂରଭଞ୍ଜରେ ବିକାଶର ଅନୁଧ୍ୟନ କରିବାକୁ ଗ୍ରାଉଣ୍ଡରେ ପହଞ୍ଚିଛନ୍ତି 5T ସଚିବ

ମୟୂରଭଞ୍ଜ: ମୟୂରଭଞ୍ଜରେ ବିକାଶର ଅନୁଧ୍ୟନ କରିବାକୁ ଗ୍ରାଉଣ୍ଡରେ ପହଞ୍ଚିଛନ୍ତି ୫ଟି ସଚିବ । ଜଶିପୁରରେ ନିର୍ବାଚନମଣ୍ଡଳୀରେ ମାହାରଦାପଳସା ମିନି ଷ୍ଟାଡିଅମରେ ଲୋକଙ୍କୁ ଭେଟି ଆଲୋଚନା କରିଛନ୍ତି ୫ଟି ସଚିବ । ୧୦ ହଜାରରୁ ଅଧିକ ଲୋକଙ୍କଠାରୁ ଅଭିଯୋଗ ଗ୍ରହଣ କରିଛନ୍ତି । ଏସଏଚଜି ମାଆ,…
Read More...

ଆଜି ‘୫-ଟି’ ସଚିବଙ୍କ ଦୁଇଦିନିଆ ମୟୂରଭଞ୍ଜ ଗସ୍ତ

ବାରିପଦା: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ତାଙ୍କ ବ୍ୟକ୍ତିଗତ ସଚିବ ତଥା ଓଡ଼ିଶା ସରକାରଙ୍କ ‘୫-ଟି’ ସଚିବ ଭିକେ ପାଣ୍ଡିଆନ ଦୁଇ ଦିନିଆ ମୟୂରଭଞ୍ଜ ଜିଲ୍ଲା ଗସ୍ତରେ ଆଜି ଆସୁଛନ୍ତି। ୨ଦିନରେ ସେ ଜିଲ୍ଲାର ସମସ୍ତ ୯ଟି ବିଧାନସଭା ନିର୍ବାଚନ ମଣ୍ଡଳୀ ଗସ୍ତକରି ଆୟୋଜିତ…
Read More...

କଟକ ଜିଲ୍ଲାରେ 5T ସଚିବ : ଗ୍ରାଉଣ୍ଡ ଜିରୋରେ କରୁଛନ୍ତି ସମୀକ୍ଷା

କଟକ: ଦୁଇ ଦିନିଆ ଗସ୍ତରେ ଅଛନ୍ତି ୫ଟି ସଚିବ ଭିକେ ପାଣ୍ଡିଆନ । ଆଜି ଦ୍ୱିତୀୟ ଦିନ ଆରମ୍ଭ କରିଛନ୍ତି ମାଆ ଚର୍ଚ୍ଚିକା ଦର୍ଶନରୁ । ତାପରେ ମନ୍ଦିର ପ୍ରଶାସନ ଓ ସେବାୟତ ମାନଙ୍କ ସହ ଆଲୋଚନା କରିଛନ୍ତି। ମନ୍ଦିରର ବିକାଶ କେମିତି ହେବ, ସେ ନେଇ ଗ୍ରାଉଣ୍ଡ ଜିରୋ ସମୀକ୍ଷା କରିଛନ୍ତି ୫ଟି ସଚିବ।…
Read More...

୫T ସଚିବଙ୍କ ବଡ଼ ଘୋଷଣା : ବ୍ୟାଙ୍କ ନୁହେଁ, ଏଣିକି ନିଜ ପଞ୍ଚାୟତରେ ମିଳିବ ମଧୁବାବୁ ଭତ୍ତା

କଟକ: କଟକ ଗସ୍ତରେ ୫ଟି ସଚିବ ଭିକେ ପାଣ୍ଡିଆନ ।ଆଠଗଡରେ ପହଞ୍ଚି ବିକାଶ କାର୍ଯ୍ୟର ସମିକ୍ଷା କରୁଛନ୍ତି ୫ଟି ସଚିବ । ଲୋକଙ୍କୁ ଭେଟି ଦରଖାସ୍ତ ଗ୍ରହଣ କରୁଛନ୍ତି ୫ଟି ସଚିବ । ଯେଉଁ ସବୁ ଦାବି ଅଛି ତାହା ଖୁବଶୀଘ୍ର ପୂରଣ କରାଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି। ସେହିପରି ଚାଷୀଙ୍କ ସମସ୍ୟାର…
Read More...