ଶୀତରୁ ନିସ୍ତାର ନାହିଁ; ଶୀତ ଲହରି ପାଇଁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ଵର: ଶୀତ ଲହରି ପାଇଁ ୟେଲୋ ୱାର୍ଣ୍ଣିଂ ଜାରିକଲା ପାଣିପାଗ ବିଭାଗ । କାଲି ପର୍ଯ୍ୟନ୍ତ ୬ ଜିଲ୍ଲାକୁ ଜାରି ହେଲା ୟେଲୋ ୱାର୍ଣ୍ଣିଂ । ଝାରସୁଗୁଡ଼ା, ସୁନ୍ଦରଗଡ଼, ଜଗତସିଂହପୁରକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ବିଭାଗ । ସେହିପରି କଟକ, ଖୋର୍ଦ୍ଧା ଓ ଅନୁଗୁଳ ଜିଲ୍ଲା ପାଇଁ ମଧ୍ୟ ୟେଲୋ…
Read More...
Read More...