ଓଡ଼ିଶାର ୮ଟି ଜିଲ୍ଲାରେ ୩ ଘଣ୍ଟା ମଧ୍ୟରେ ବିଜୁଳି ସହ ବର୍ଷା ହେବାର ସମ୍ଭାବନା: IMD
ଭୁବନେଶ୍ୱର: ଭାରତୀୟ ପାଣିପାଗ ବିଭାଗ (IMD) ଆଠଟି ଜିଲ୍ଲା ପାଇଁ ଏକ ସତର୍କ ସୂଚନା ଜାରି କରିଛି। ଆଗାମୀ ତିନି ଘଣ୍ଟା ମଧ୍ୟରେ ଏହି ଜିଲ୍ଲାଗୁଡ଼ିକରେ ବିଜୁଳି ଓ ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।
ଆଜି ଅପରାହ୍ନ ୧ଟାରେ IMD ପକ୍ଷରୁ ଜାରି କରାଯାଇଥିବା…
Read More...
Read More...