Browsing Tag

weather reports

ଓଡ଼ିଶା ଏବଂ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି: ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଙ୍ଗ ଜାରି

ଭୁବନେଶ୍ୱର: ସୃଷ୍ଟି ହେଲା ଆଉ ଏକ ଲଘୁଚାପ କ୍ଷେତ୍ର। ଓଡ଼ିଶା ଏବଂ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଉତ୍ତର ପଶ୍ଚିମ ଓ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଘୁର୍ଣ୍ଣି ବଳୟ ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି । ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ…
Read More...