ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର, ୩୬ଘଣ୍ଟାରେ ଅବପାତ
ଭୁବନେଶ୍ଵର: ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ । ଆସନ୍ତା ୩୬ଘଣ୍ଟାରେ ଏହା ଅବପାତରେ ପରିଣତ ହେବ । ପ୍ରଭାବରେ ରାଜ୍ୟରେ ସପ୍ତାହେ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ ବୋଲି ଆକଳନ କରାଯାଇଛି । ଲଘୁଚାପ ପଶ୍ଚିମ-ଉତ୍ତର, ପଶ୍ଚିମ ଦିଗକୁ ଗତି କରିବା ସହିତ ପରବର୍ତ୍ତୀ ସମୟରେ ଦକ୍ଷିଣ…
Read More...
Read More...