Browsing Tag

WEATHER

କାଲିଠୁ ପୁଣି ବଢିବ ବର୍ଷା, ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ଵର: ଆସନ୍ତା କାଲିଠୁ ପୁଣି ବଢିବ ବର୍ଷାର ପରିମାଣ । ରାଜ୍ୟରେ ଆସନ୍ତା ୩୧ ତାରିଖରୁ ବର୍ଷା ବଢ଼ିବ । ସେପ୍ଟେମ୍ବର ୩ ତାରିଖ ପର୍ଯ୍ୟନ୍ତ ବର୍ଷାର ପ୍ରକୋପ ଅଧିକ ରହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆଜି ପ୍ରବଳ ବର୍ଷା ପାଇଁ ୨୦ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି…
Read More...

୪୮ ଘଣ୍ଟାରେ ଲଘୁଚାପ, ରାଜ୍ୟରେ ପ୍ରବଳ ବର୍ଷା

ଭୁବନେଶ୍ଵର: ୪୮ ଘଣ୍ଟାରେ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା । ପ୍ରଭାବରେ ୨୯ ତାରିଖ ଯାଏଁ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା । ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ କାଲି ପାଇଁ ରାୟଗଡ଼ା, ଗଜପତିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଆଉ ବାକି ୨୭…
Read More...

ପୁଣି ଆସୁଛି ଲଘୁଚାପ, ପ୍ରବଳ ବର୍ଷିବ

ଭୁବନେଶ୍ଵର: ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଏହି ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୨୫ରୁ ୨୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର ପ୍ରାୟ ଅନେକ ସ୍ଥାନରେ ହାଲ୍‌କାରୁ ମଧ୍ୟମ ଧରଣର ବର୍ଷା ହେବାକୁ ଥିବା ବେଳେ କିଛି ସ୍ଥାନରେ ପ୍ରବଳ ଓ କିଛି…
Read More...

ଆଜି ବି ରାଜ୍ୟରେ ପ୍ରବଳ ବର୍ଷା, କିଛି ସ୍ଥାନରେ ଅତିପ୍ରବଳ ବର୍ଷା

ଭୁବନେଶ୍ଵର: ଗତ ସପ୍ତାହେ ଧରି ରାଜ୍ୟରେ ଲାଗିରହିଛି ଲଗାଣ ବର୍ଷା । ଗାଙ୍ଗେୟ ପଶ୍ଚିମବଙ୍ଗ ଓ ସଂଲଗ୍ନ ଅଞ୍ଚଳରେ ଥିବା ଲଘୁଚାପ କ୍ଷେତ୍ରର ପ୍ରଭାବରେ ସାରା ରାଜ୍ୟରେ ଜାରି ରହିଛି ବର୍ଷା । ଆଜି ବି ରାଜ୍ୟର ବିଭିନ୍ନ ଜିଲ୍ଲାରେ ଦିନସାରା ଲାଗି ରହିବ ବର୍ଷା । ଆଜି ଅଧା ଓଡ଼ିଶା ପାଇଁ ରହିଛି…
Read More...

ଆସନ୍ତା ୨୭ ତାରିଖ ଯାଏଁ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା

ଭୂବନେଶ୍ଵର: ଆସନ୍ତା ୨୭ ତାରିଖ ଯାଏଁ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ନେଇ ସୂଚନା ଦେଇଛି ପାଣିପାଗ ବିଭାଗ । ଆଜି ପାଇଁ ୨୦ ଜିଲ୍ଲାକୁ ପାଣିପାଗ ବିଭାଗର ୟେଲୋ ୱାର୍ଣ୍ଣିଂ । ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ,…
Read More...

ଆସନ୍ତା ୨୬ ତାରିଖ ଯାଏଁ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ଵର: ଆସନ୍ତା ୨୬ ତାରିଖ ଯାଏଁ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା । ଆସନ୍ତାକାଲି ପାଇଁ ୨୦ ଜିଲ୍ଲାକୁ ପାଣିପାଗ ବିଭାଗର ୟେଲୋ ୱାର୍ଣ୍ଣିଂ ଜାରି । ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ,…
Read More...

ଆସୁଛି ଆଉ ଏକ ଲଘୁଚାପ, ବର୍ଷାରୁ ନାହିଁ ନିସ୍ତାର

ଭୁବନେଶ୍ଵର: ଆସନ୍ତା ୨୫ ତାରିଖରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ନେଇ ସମ୍ଭାବନା ରହିଛି । ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଗାଙ୍ଗେୟ ପଶ୍ଚିମବଙ୍ଗ ଅଞ୍ଚଳରେ ସୃଷ୍ଟି ହେବ ଲଘୁଚାପ । ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ହେବା ନେଇ ଆଶଙ୍କା କରିଛି ଭୁବନେଶ୍ୱର…
Read More...

ଆଭ୍ୟନ୍ତରୀଣ ଓଡ଼ିଶାରେ ଅବପାତ; ୨୪ ତାରିଖ ଯାଏଁ ବର୍ଷା ସମ୍ଭାବନା

ଭୁବନେଶ୍ଵର: ଦୁର୍ବଳ ହେଉଛି ଅବପାତ । ଆଗାମୀ ୧୨ ଘଣ୍ଟାରେ ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ହେବ। କ୍ରମଶଃ ପଶ୍ଚିମ- ଉତ୍ତରପଶ୍ଚିମ ଦିଗରେ ଗତି କରି ଦକ୍ଷିଣ ଓଡ଼ିଶା ଓ ଦକ୍ଷିଣ ଛତିଶଗଡ଼ ମୁହାଁ ହେବ। ଅବପାତ ପ୍ରଭାବରୁ ଆଭ୍ୟନ୍ତରୀଣ ଓଡ଼ିଶାରେ ଲାଗିରହିଛି ବର୍ଷା ।  ଆସନ୍ତା ୨୪ ତାରିଖ ଯାଏ…
Read More...

ଆଜି ମାଲକାନଗିରି ଜିଲ୍ଲାର ସବୁ ସ୍କୁଲ୍ ଓ ଅଙ୍ଗନବାଡ଼ି କେନ୍ଦ୍ର ଛୁଟି

ମାଲକାନଗିରି: ଆଜି ମାଲକାନଗିରି ଜିଲ୍ଲାର ସବୁ ସ୍କୁଲ୍ ଓ ଅଙ୍ଗନବାଡ଼ି କେନ୍ଦ୍ର ଛୁଟି । ପ୍ରବଳ ବର୍ଷା ପାଇଁ ରେଡ୍ ଆଲର୍ଟ ଜାରି ହେବା ପରେ ସମସ୍ତ ଶିକ୍ଷାନୁଷ୍ଠାନକୁ ଛୁଟି ଘୋଷଣା କରିଛନ୍ତି ଜିଲ୍ଲାପାଳ । କିନ୍ତୁ ସମସ୍ତ ପ୍ରଧାନ ଶିକ୍ଷକ, ଶିକ୍ଷକ ଓ ଅଙ୍ଗନବାଡ଼ି କର୍ମୀ ନିଜ ନିଜ…
Read More...

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର

ଭୁବନେଶ୍ଵର: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ଉତ୍ତର ଆନ୍ଧ୍ର ଓ ଦକ୍ଷିଣ ଓଡିଶା ଉପକୁଳସ୍ଥ ସମୁଦ୍ର ମଧ୍ୟରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଆସନ୍ତା ୨୪ ଘଣ୍ଟାରେ ଅଧିକ ଘନୀଭୂତ ହୋଇ ଅବପାତ ରୂପ ନେବ । ୧୯ ତାରିଖରେ ଦକ୍ଷିଣ ଓଡ଼ିଶା ଉପକୂଳ ଅତିକ୍ରମ କରିବ ଲଘୁଚାପ ।…
Read More...