Browsing Tag

WEATHER

ଆସୁଛି ଆଉ ୨ଟି ଲଘୁଚାପ, ବଢିବ ବର୍ଷା ପରିମାଣ

ଭୁବନେଶ୍ଵର: ଆସନ୍ତା ୨୫ ଓ ଅକ୍ଟୋବର ୧ ତାରିଖରେ ପୁଣି ସୃଷ୍ଟି ହେବ ଲଘୁଚାପ । ୨ଟି ଲଘୁଚାପ ପ୍ରଭାବରେ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଉତ୍ତର ଆଣ୍ଡାମାନ ସାଗର ଓ ମିଆମାର୍‌ ଉପକୂଳରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଥିବା ବେଳେ ଆସନ୍ତା ୨୨ ତାରିଖ ଆଡ଼କୁ…
Read More...

ବର୍ଷାରେ ଭିଜିବ ଦଶହରା, ପ୍ରବଳ ବର୍ଷିବ

ଭୁବନେଶ୍ଵର: ଏଥର ଭିଜିବ ଦଶହରା । କାରଣ ସେପ୍ଟେମ୍ବର ଶେଷ ସପ୍ତାହରେ ପଛକୁ ପଛ ତିନି ତିନିଟି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାକୁ ଯାଉଛି । ଯାହାର ପ୍ରଭାବରେ ଲଗାଣ ବର୍ଷା ହୋଇପାରେ । ଭାରତୀୟ ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ସେପ୍ଟେମ୍ବର ୨୩, ୨୬ ଓ ୩୦ରେ ପଛକୁ ପଛ ତିନିଟି ଲଘୁଚାପ…
Read More...

ରାଜ୍ୟରେ ଆହୁରି ୩ ଦିନ ବର୍ଷିବ, ୨୦ ଜିଲ୍ଲାକୁ ୟେଲୋ ଆଲର୍ଟ

ଭୁବନେଶ୍ୱର: ରାଜ୍ୟରେ ମୌସୁମୀ ଜନିତ ବର୍ଷା ଜାରି ରହିଛି । ରାଜ୍ୟରେ ଆହୁରି ୩ ଦିନ ବର୍ଷିବ । ବିଭିନ୍ନ ସ୍ଥାନରେ କାଁ ଭାଁ ବର୍ଷା ହେଉଥିବା ବେଳେ କିଛି କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ୩୦ରୁ ୪୦ ବେଗରେ ପବନ ବହିବା ସମ୍ଭାବନା ରହିଛି । ଆଜି ବିଜୁଳି ଘଡ଼ଘଡ଼ି ପାଇଁ ୨୦ଜିଲ୍ଲାକୁ ୟେଲୋ ଆଲର୍ଟ…
Read More...

ଆଜିଠୁ ବଢ଼ିବ ବର୍ଷା, ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ଵର: ଆଜିଠୁ ବଢ଼ିବ ବର୍ଷା । ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ର ଉପକୂଳରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି । ୧୩ ତାରିଖ ଯାଏ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଥିବା ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ…
Read More...

୧୩ ତାରିଖ ଯାଏଁ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା, ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ଵର: ଆସନ୍ତା ୧୩ ତାରିଖ ଯାଏଁ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା । ଆଜି ପାଇଁ ୮ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗିରକୁ ୟେଲୋ ୱାର୍ଣ୍ଣିଂ…
Read More...

ଆସନ୍ତା ୧୩ ତାରିଖ ଯାଏଁ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା

ଭୂବନେଶ୍ଵର: ଆସନ୍ତା ୧୩ ତାରିଖ ଯାଏଁ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା । ଆସନ୍ତାକାଲି ପାଇଁ ୮ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ । ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗିରକୁ ୟେଲୋ…
Read More...

ୱେଲ୍‌ ମାର୍କଡ୍‌ ଲୋପ୍ରେସର୍‌ରେ ପରିଣତ ହେଲା ଲଘୁଚାପ, ପ୍ରବଳ ବର୍ଷିବ

ଭୁବନେଶ୍ଵର: ୱେଲ୍‌ ମାର୍କଡ୍‌ ଲୋପ୍ରେସର୍‌ରେ ପରିଣତ ହେଲା ଲଘୁଚାପ । କ୍ରମଶଃ ଏହା ଘନୀଭୂତ ହୋଇ ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହେବ । ଫଳରେ ଟ୍ବିନ୍‌ସିଟି ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ଲଗାଣ ବର୍ଷା ଜାରି ରହିବ । ଆସନ୍ତା ୨୪ ଘଣ୍ଟାରେ ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ…
Read More...

ବଢିବ ବର୍ଷା, ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ

ଭୁବନେଶ୍ଵର: ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ । ଆସନ୍ତାକାଲି ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବା ନେଇ ସମ୍ଭାବନା ରହିଛି । ଏନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଲଘୁଚାପ ପ୍ରଭାବରେ ଆଜିଠୁ ରାଜ୍ୟରେ ବଡ଼ ବର୍ଷାର ଆକଳନ କରିଛି ପାଣିପାଗ…
Read More...

କାଲିଠୁ ପୁଣି ବଢିବ ବର୍ଷା, ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ଵର: ଆସନ୍ତା କାଲିଠୁ ପୁଣି ବଢିବ ବର୍ଷାର ପରିମାଣ । ରାଜ୍ୟରେ ଆସନ୍ତା ୩୧ ତାରିଖରୁ ବର୍ଷା ବଢ଼ିବ । ସେପ୍ଟେମ୍ବର ୩ ତାରିଖ ପର୍ଯ୍ୟନ୍ତ ବର୍ଷାର ପ୍ରକୋପ ଅଧିକ ରହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆଜି ପ୍ରବଳ ବର୍ଷା ପାଇଁ ୨୦ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି…
Read More...

୪୮ ଘଣ୍ଟାରେ ଲଘୁଚାପ, ରାଜ୍ୟରେ ପ୍ରବଳ ବର୍ଷା

ଭୁବନେଶ୍ଵର: ୪୮ ଘଣ୍ଟାରେ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା । ପ୍ରଭାବରେ ୨୯ ତାରିଖ ଯାଏଁ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା । ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ କାଲି ପାଇଁ ରାୟଗଡ଼ା, ଗଜପତିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଆଉ ବାକି ୨୭…
Read More...