Browsing Tag

WEATHER

ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା, ୪ ଜିଲ୍ଲାକୁ ୱାର୍ଣିଂ

ଭୁବନେଶ୍ଵର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ବିଶେଷ କରି ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ବର୍ଷାର ପ୍ରଭାବ ଅଧିକ ରହିଥିବା ବେଳେ ଆଭ୍ୟନ୍ତରୀଣ ଓ ଉତ୍ତର ଓଡ଼ିଶାରେ କୋହଲା ପାଗ ସାଙ୍ଗକୁ କାଁ ଭାଁ ବର୍ଷା ହେଉଛି।…
Read More...

ଆଜିଠାରୁ ରାଜ୍ୟରେ ପ୍ରବଳ ବର୍ଷା

ଭୁବନେଶ୍ଵର: ଆଜିଠାରୁ ରାଜ୍ୟରେ ପ୍ରବଳ ବର୍ଷା । ଆସନ୍ତାକାଲି ଉତ୍ତର ପଶ୍ଚିମ ଓ ସଂଲଗ୍ନବର୍ତ୍ତୀ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟିର ସମ୍ଭାବନା ରହିଛି । ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ଅନେକ…
Read More...

ଦିଲ୍ଲୀ-ଏନ୍‌ସିଆରରେ ପ୍ରବଳ ବର୍ଷା, ଜନଜୀବନ ଅସ୍ତବ୍ୟସ୍ତ

ନୂଆଦିଲ୍ଲୀ: ଦିଲ୍ଲୀ-ଏନ୍‌ସିଆର୍ ଅଞ୍ଚଳରେ ସକାଳୁ ସକାଳୁ ଭାରି ବର୍ଷା । ନୋଏଡ଼ା, ଗୁରୁଗ୍ରାମ ଅଞ୍ଚଳରେ ବି ତୁହାକୁ ତୁହା ବର୍ଷା । ବର୍ଷା ଯୋଗୁଁ ସହରର ବିଭିନ୍ନ ଗଳିକନ୍ଦିରେ ଜମିଲା ପାଣି । ରାସ୍ତାରେ ଯାତାୟାତ ବାଧାପ୍ରାପ୍ତ, ଜନଜୀବନ ଅସ୍ତବ୍ୟସ୍ତ । ଗତକାଲି ରାତିରେ ଦିଲ୍ଲୀରେ ପ୍ରବଳ…
Read More...

ଆସୁଛି ଆଉ ଏକ ଲଘୁଚାପ, ୧୨ରୁ ରାଜ୍ୟରେ ପ୍ରବଳ ବର୍ଷା

ଭୁବନେଶ୍ଵର: ଆସନ୍ତା ୧୩ ତାରିଖରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଆଉ ଏକ ଲଘୁଚାପ । ପ୍ରଭାବରେ ୧୨ରୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିବ । ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି । ୧୨ରୁ ୧୪ ଯାଏ ରାଜ୍ୟରେ ଲଘୁଚାପଜନିତ  ବର୍ଷା ସମ୍ଭାବନା ଅଛି ।…
Read More...

ପଶ୍ଚିମବଙ୍ଗ ମୁହାଁ ହେବ ଅବପାତ, ରାଜ୍ୟରେ ପ୍ରବଳ ବର୍ଷା

ଭୁବନେଶ୍ଵର: ଆଗାମୀ ୨୪ ଘଣ୍ଟା ମଧ୍ୟରେ ପଶ୍ଚିମବଙ୍ଗ ଉପକୂଳ ମୁହାଁ ହେବ ଅବପାତ । ପ୍ରଭାବରେ ରାଜ୍ୟରେ ଅତ୍ୟନ୍ତ ପ୍ରବଳ ବର୍ଷା ହେବା ନେଇ ସମ୍ଭାବନା ରହିଛି । ଏନେଇ ଆଂଚଳିକ ପାଣିପାଗ ବିଭାଗ ନିର୍ଦ୍ଦେଶିକା ମନୋରମା ମହାନ୍ତି ସୂଚନା ଦେଇଛନ୍ତି । ପ୍ରବଳ ବର୍ଷା ନେଇ କେନ୍ଦୁଝର, ମୟୁରଭଞ୍ଜ…
Read More...

ଆସନ୍ତା ୧୨ ଘଣ୍ଟାରେ ଅବପାତ ରୂପ ନେବ ସ୍ପଷ୍ଟ ଚିହ୍ନିତ ଲଘୁଚାପ

ଭୁବନେଶ୍ଵର: ଆସନ୍ତା ୧୨ ଘଣ୍ଟାରେ ସ୍ପଷ୍ଟ ଚିହ୍ନିତ ଲଘୁଚାପ ଅବପାତ ରୂପ ନେବ । ଫଳରେ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ପ୍ରବଳ ବର୍ଷା ନେଇ ସତର୍କ କରାଇଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ପଶ୍ଚିମ ଉତ୍ତର-ପଶ୍ଚିମ…
Read More...

ଆଜି ସୃଷ୍ଟି ହେବ ଲଘୁଚାପ, ଏହି ସବୁ ଜିଲ୍ଲାର ପ୍ରବଳ ବର୍ଷିବ

ଭୁବନେଶ୍ଵର: ପଶ୍ଚିମ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ । ଘୂର୍ଣ୍ଣିବଳୟଟି ଉତ୍ତର ବଙ୍ଗୋପସାଗରରେ ପ୍ରବେଶ କରିବା ନେଇ ସମ୍ଭାବନା ରହିଛି । ପ୍ରଭାବ‌ରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆଜି ମୟୂରଭଞ୍ଜ,…
Read More...

ଆସୁଛି ଆଉ ଏକ ଲଘୁଚାପ, କାଲିଠୁ ପ୍ରବଳ ବର୍ଷା

ଭୁବନେଶ୍ଵର: ଆସନ୍ତା କାଲି ଠାରୁ ରାଜ୍ୟରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆସନ୍ତା ୨୪ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବା ନେଇ ସମ୍ଭାବନା ରହିଛି । ଏହା ପ୍ରଭାବରେ ରାଜ୍ୟରେ ଅନେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ବୋଲି…
Read More...

ରାଜ୍ୟରେ ଆହୁରି ୫ ଦିନ ବର୍ଷା, ପଛକୁ ଆସୁଛି ଆଉ ଏକ ଲଘୁଚାପ

ଭୁବନେଶ୍ଵର: ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଥିଲେ ମଧ୍ୟ ଗୁଳୁଗୁଳି ପ୍ରବଳ ମାତ୍ରାରେ ହେଉଛି। ଯାହାକୁ ନେଇ ଅତିଷ୍ଠ ହୋଇପଡିଲେଣୀ ରାଜ୍ୟବାସୀ। ତେବେ, ଏହାରି ଭିତରେ ପାଣିପାଗ ବିଭାଗ ଆଉ ଏକ ଖୁସି ଖବର ଦେଇଛି। ଆସୁଛି ଆଉ ଏକ ଲଘୁଚାପ । ଆସନ୍ତା ୨୪ ତାରିଖ ମଧ୍ୟରେ ଉତ୍ତର…
Read More...

ଆସୁଛି ଆଉ ଏକ ଲଘୁଚାପ, ଏହି ସବୁ ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ଵର: ୨୪ ତାରିଖ ବେଳକୁ ଆଉ ଏକ ଲଘୁଚାପ କ୍ଷେତ୍ର ସମ୍ଭାବନା । ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ନେଇ ସମ୍ଭାବନା ରହିଛି । ଦକ୍ଷିଣ ପୂର୍ବ ବଙ୍ଗୋପସାଗରରୁ ଓଡ଼ିଶା ମଧ୍ୟକୁ ପବନ ବହୁଛି। ଫଳରେ ଜଳୀୟବାଷ୍ପ ଅଧିକ ରହିବ। ଏହା ଲଘୁଚାପ କ୍ଷେତ୍ର ସୃଷ୍ଟି…
Read More...