Browsing Tag

WEATHER

ଅବପାତର ରୂପନେଲା ସ୍ପଷ୍ଟଚିହ୍ନିତ ଲଘୁଚାପ, ଆଣିପାରେ ବନ୍ୟା

ଭୁବନେଶ୍ଵର: ଅବପାତର ରୂପନେଲା ସ୍ପଷ୍ଟଚିହ୍ନିତ ଲଘୁଚାପ। ଦକ୍ଷିଣପୂର୍ବ ଗାଙ୍ଗେୟ ଉପତ୍ୟକା ଓ ପାଶ୍ୱର୍ବର୍ତ୍ତୀ ବାଂଲାଦେଶ ଅଞ୍ଚଳରେ ଅବପାତ ହୋଇଛି। ଆଗାମୀ ୨୪ ଘଣ୍ଟା ଯାଏଁ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରିବ। ଏହାର ପ୍ରଭାବରେ ଅତି ପ୍ରବଳ ବର୍ଷା ନେଇ ଓଡିଶାକୁ ରେଡ଼ ଆଲର୍ଟ ଜାରି…
Read More...

ପୁଣି ଏକ ଯୋଡ଼ା ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା

ଭୁବନେଶ୍ଵର: ପୁଣି ଏକ ଯୋଡ଼ା ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା । ଆଗାମୀ ୨୪ ଘଣ୍ଟାରେ ଉତ୍ତରପଶ୍ଚିମ ମଧ୍ୟପ୍ରଦେଶ ଓ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହେବ ଏକ ଲଘୁଚାପ । ଅନ୍ୟ ଏକ ଲଘୁଚାପ କ୍ଷେତ୍ର ୧୭ ତାରିଖ ବେଳକୁ ପଶ୍ଚିମବଙ୍ଗ ଏବଂ ଓଡିଶା ଉପକୂଳରେ ସୃଷ୍ଟି ହେବା ନେଇ…
Read More...

ସୃଷ୍ଟି ହେଲା ଆଉ ଏକ ଲଘୁଚାପ କ୍ଷେତ୍ର, ପ୍ରଭାବରେ ପ୍ରବଳ ବର୍ଷା

ଭୁବନେଶ୍ବର: ସୃଷ୍ଟି ହେଲା ଆଉ ଏକ ଲଘୁଚାପ କ୍ଷେତ୍ର । ଗାଙ୍ଗେୟ ପଶ୍ଚିମବଙ୍ଗ ଏବଂ ଏହାର ନିକଟବର୍ତ୍ତୀ ଅଞ୍ଚଳରେ ଗତକାଲି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଥିଲା । ପ୍ରଭାବରେ ଆଜି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା ନେଇ ସୂଚନା ଦେଇଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।…
Read More...

୨୪ ଘଣ୍ଟାରେ ସୃଷ୍ଟି ହେବ ଆଉ ଏକ ଲଘୁଚାପ, ଆଲର୍ଟ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ଵର: ସାରା ରାଜ୍ୟରେ ଜାରି ରହିଛି ଲଗାଣ ବର୍ଷା । ଆହୁରି ୨୪ ଘଣ୍ଟା ପ୍ରବଳ ବର୍ଷିବ । ସେପଟେ ବର୍ଷା ନେଇ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ମଧ୍ୟାହ୍ନ/ସନ୍ଧ୍ୟା ସମୟରେ ରାଜ୍ୟର ଅନେକ ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ କାଳବୈଶାଖୀର ସମ୍ଭାବନା ରହିଛି । ତେଣୁ ବିଭିନ୍ନ…
Read More...

ଆହୁରି ୩ ଦିନ ପ୍ରବଳ ବର୍ଷା, ଚେତାବନୀ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ଵର: ରାଜ୍ୟରେ ଆହୁରି ୩ ଦିନ ପ୍ରବଳ ବର୍ଷା । ୭ ତାରିଖ ଯାଏଁ ଲାଗି ରହିବ ବର୍ଷା । ଉତ୍ତର ଓଡ଼ିଶା ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ତିନି ଦିନ ଯାଏ ବର୍ଷା ସମ୍ଭାବନା ରହିଛି । ଭୁବନେଶ୍ବର ସମେତ…
Read More...

ଆଗକୁ ଆସୁଛି ବଡ ବର୍ଷା, ସେପଟେ ବଢୁଛି ସାଳନ୍ଦୀ ଜଳସ୍ତର

ଭଦ୍ରକ: ଦକ୍ଷିଣ ଝାଡ଼ଖଣ୍ଡ ଏବଂ ପଡ଼ୋଶୀ ଉପରେ ଘୂର୍ଣ୍ଣିବଳୟ ଜାରି ରହିଛି । ଏବେ ଏହା ସମୁଦ୍ର ପତନଠାରୁ ୫.୮ କିଲୋମିଟର ଉଚ୍ଚତାରେ ଦକ୍ଷିଣ ଆଡକୁ ଘୂର୍ଣ୍ଣିବଳୟ ରହିଥିବା ବେଳେ ଏହି ଟ୍ରପ ଲାଇନ ଏବେ ଦକ୍ଷିଣ-ପୂର୍ବ ରାଜସ୍ଥାନରୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଦେଇ କେନ୍ଦ୍ରୀୟ ମଧ୍ୟପ୍ରଦେଶ,…
Read More...

ରାଜ୍ୟରେ ତାଣ୍ଡବ ରଚୁଛି ଲଘୁଚାପ, ଆହୁରି ୪ ଦିନ ପ୍ରବଳ ବର୍ଷା

ଭୁବନେଶ୍ୱର: ପଛକୁ ପଛ ଆସୁଛି ଗୋଟେ ପରେ ଗୋଟେ ଲଘୁଚାପ । ଆହୁରି ୪ ଦିନ ପ୍ରବଳ ବର୍ଷା । ରାଜ୍ୟରେ ତାଣ୍ଡବ ରଚିବ ଲଘୁଚାପ । ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ରାଜ୍ୟରେ ଆହୁରି ୪ ଦିନ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆସନ୍ତା ୨୩ ତାରିଖରୁ ବର୍ଷାର…
Read More...

ଉପକୂଳ ଜିଲ୍ଲାରେ ତାତି ସହ ଅସହ୍ୟ ଗୁଳୁଗୁଳି

ଭୁବନେଶ୍ୱର-: ରାଜ୍ୟରେ ପୁଣି ଉପର ମୁହାଁ ତାତି । ଉପକୂଳ ଜିଲ୍ଲାରେ ତାତି ସହ ଅସହ୍ୟ ଗୁଳୁଗୁଳି ହେଉଛି । ବର୍ତ୍ତମାନ ସୁଦ୍ଧା ୩୭ ଡିଗ୍ରି ଟପିସାରିଲାଣି ରାଜଧାନୀ ଭୁବନେଶ୍ୱରର ତାପମାତ୍ରା । ଦକ୍ଷିଣ-ପଶ୍ଚିମ ମୌସୁମୀର ଉତ୍ତର ଆଡକୁ ଅଗ୍ରସର ହେଉଥିବା ବେଳେ ମେ ୨୯ ତାରିଖରୁ ଏଥିରେ ବିରାମ…
Read More...

ଦୁଇଦିନ ଲଗାଣ ବର୍ଷା ପରେ ବଦଳିଛି ପାଗ

ଭୁବନେଶ୍ୱର: ରାଜ୍ୟରେ ଦୁଇଦିନ ଲଗାଣ ବର୍ଷା ପରେ ଆଜି ବଦଳିଛି ପାଗ । ଏପଟେ କାଲି ଠାରୁ ଉପରମୁହାଁ ହେବ ପାରଦ । ପୁଣି ସାରା ରାଜ୍ୟରେ ବଡିବ ତାପମାତ୍ରା । କାଲିଠୁ ୨୪ ତାରିଖ ମଧ୍ୟରେ ସ୍ବାଭାବିକଠାରୁ ୮ ରୁ ୧୦ ଡିଗ୍ରୀ ତାତି ବଢିବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଉପକୂଳ…
Read More...

ରାଜ୍ୟରେ ଲାଗି ରହିଛି ବର୍ଷା , ଗଁଦିଆରେ ସର୍ବାଧିକ ବର୍ଷା ରେକର୍ଡ

ଭୁବନେଶ୍ୱର: ରାଜ୍ୟରେ ଲାଗି ରହିଛି ବର୍ଷା । ଗୁରୁଚାପ ପ୍ରଭାବରେ ରାଜ୍ୟର କିଛି ସ୍ଥାନରେ ବର୍ଷା ସହ ବିଜୁଳି ଏବଂ ଘଡଘଡି ହେଉଛି । ତେବେ ଗତ ୨୪ ଘଣ୍ଟା ମଧ୍ୟରେ ଢେଙ୍କାନାଳର ଗଁଦିଆରେ ସର୍ବାଧିକ ବର୍ଷା ରେକର୍ଡ କରାଯାଇଛି । ଗଁଦିଆରେ ସର୍ବାଧିକ ୭୨.୨ ମିଲିମିଟର ବର୍ଷା ରେକର୍ଡ ହୋଇଛି ।…
Read More...