Browsing Tag

WEATHER

ପାଗରେ ପରିବର୍ତ୍ତନ ଖରାରୁ ସାମାନ୍ୟ ଆସ୍ୱସ୍ତି

ଭୁବନେଶ୍ୱର: ମାଘରେ ଅସମ୍ଭାଳ ଖରା । ଏବେଠୁ ତାତିରେ ଛଟପଟ ହୋଉଛି ଜନ ଜୀବନ । କିନ୍ତୁ ଆଜି ରାଜ୍ୟ ବାସୀଙ୍କୁ ମିଳିଛି ସାମାନ୍ୟ ଆସୋସ୍ତି । ପାଗରେ ଦେଖା ଦେଇଛି ପରିବର୍ତ୍ତନ । ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ଆକାଶ ମେଘୁଆ ରହିବା ସହିତ କିଛି ସ୍ଥାନରେ ହାଲୁକା ବର୍ଷା ହୋଇଥିବା ଦେଖିବାକୁ…
Read More...

ଓଡିଶାରେ ହାଲୁକା କୁହୁଡ଼ି ସହ ହାଲୁକା ବର୍ଷା ହେବାର ସମ୍ଭାବନା

ଭୁବନେଶ୍ବର:ପୁଣି ରାଜ୍ୟରେ ବଦଳିବ ପାଗ । ଆସନ୍ତା କାଲି ଠାରୁ ଦକ୍ଷିଣ ଓଡିଶାରେ ହାଲୁକା କୁହୁଡ଼ି ସହ ଉତ୍ତର ଓଡିଶାରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି । ରାଜ୍ୟରେ ସକ୍ରିୟ ଥିବା ପଶ୍ଚିମା ଝଡ ପ୍ରଭାବରେ ଆସନ୍ତାକାଲି ଉତ୍ତର ଓଡ଼ିଶାର ସୁନ୍ଦରଗଡ, ଝାରସୁଗୁଡ଼ା, କେନ୍ଦୁଝର ଏବଂ…
Read More...

ରାଜ୍ୟରେ ଆସନ୍ତା ୨ ଦିନ ପର୍ଯ୍ୟନ୍ତ ଶୀତ ସହ ଘନ କୁହୁଡି ନେଇ ସତର୍କ

ଭୁବନେଶ୍ବର: ରାଜ୍ୟରେ ଜାରି ରହିବ ଶୁଖିଲା ପାଗ । କିନ୍ତୁ ଉତର-ପଶ୍ଚିମ ଦିଗରୁ ରାଜ୍ୟକୁ ପ୍ରବେଶ କରୁଥିବା ଥଣ୍ଡା ଶୁଷ୍କ ପ୍ରଭାବରେ ଉତର ଆଭ୍ୟନ୍ତରୀଣ ଓଡ଼ିଶାରେ ଶୀତ ଲହରି ଅନୁଭୂତ ହୋଇପାରେ ତେଣୁ  ଆଜିଠୁ ହେବ ପ୍ରବଳ ଜାଡ । ଆସନ୍ତା ୨ ଦିନ ପର୍ଯ୍ୟନ୍ତ ଶୀତ ସହ ଘନ କୁହୁଡି କରିବ କଲବଲ ।…
Read More...

ଆସନ୍ତା କାଲି ଠାରୁ ରାଜ୍ୟରେ ବଢିବ ଶୀତର ପ୍ରକୋପ

ଭୁବନେଶ୍ୱର: ଆସନ୍ତା କାଲି ଠାରୁ ରାଜ୍ୟର ପାଣିପାଗରେ ଦେଖାଯିବ ପରିବର୍ତ୍ତନ । ରାଜ୍ୟରେ କାଲି ଠରୁ ଶୁଖିଲା ପାଗ ଦେଖା ଦେବା ସହ ଶୀତର ପରିମାଣ ବଢିବ । ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ଶୀତ ସହ ଘନ କୁହୁଡି ଅସ୍ତବ୍ୟସ୍ତ କରିବା ନେଇ ପାଣିପାଗ ବିଭାଗ ସୂଚନା ଦେଇଛି ।…
Read More...

ଘନ କୁହୁଡି ପାଇଁ ୧୨ଜିଲ୍ଲାକୁ ୟେଲୋୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ

ଭୁବନେଶ୍ୱର: ରାଜ୍ୟରେ ଲାଗିରହିଛି କୋହଲା ପାଗ ସହ ଝିପିଝିପି ବର୍ଷର । ଏହାରି ଭିତରେ ଘନ କୁହୁଡି ପାଇଁ ୧୨ ଜିଲ୍ଲାକୁ ୟେଲୋୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । କନ୍ଧମାଳ, ଅନୁଗୁଳ, ଢେଙ୍କାନାଳ, ସୋନପୁର, ବୌଦ୍ଧ, କଳାହାଣ୍ଡି, ବଲାଙ୍ଗୀର, ସୁନ୍ଦରଗଡ, ସମ୍ବଲପୁର, ଦେବଗଡ, ଝାରସୁଗୁଡା,…
Read More...

ରାଜ୍ୟରେ ୨ଦିନ ପର୍ଯ୍ୟନ୍ତ କୋହଲା ପାଗ ସହ ଜାରି ରହିବ ବର୍ଷା

ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି କୋହଲା ପାଗ ସାଙ୍ଗକୁ ବର୍ଷା । ଆଗାମୀ ୨ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ଏହିଭଳି କୋହଲା ପାଗ ଲାଗି ରହିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଦକ୍ଷିଣ ଛତିଶଗଡରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର କେତେକ ସ୍ଥାନରେ…
Read More...

ରାଜ୍ୟରେ କୋହଲା ପାଗ ସାଙ୍ଗକୁ ଝିପଝିପ୍ ବର୍ଷା

ଭୁବନେଶ୍ୱର: ରାଜ୍ୟରେ ବିଭିନ୍ନ ସ୍ତାନରେ କୋହଲା ପାଗ ସାଙ୍ଗକୁ  ଗତକାଲିଠାରୁ  ଝିପ୍ ଝପ ବର୍ଷା ହୋଇଛି । ଶୀତ ଜାରି ରହିଥିବା ବେଳେ ଏହି ବର୍ଷା   ଥଣ୍ଡା ଆହୁରି ବଢିଜାଇଛି ।  ଦକ୍ଷିଣ ଉପକୂଳ ଓଡିଶା ସମେତ, କଟକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ତଥା କିଛି ଆଭ୍ୟନ୍ତରୀଣ…
Read More...

ରାଜ୍ୟରେ ଆସନ୍ତା ୨୪ ଘଣ୍ଟାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର : ରାଜ୍ୟରେ ଆସନ୍ତା ୨୪ ଘଣ୍ଟାରେ ବର୍ଷା ସମ୍ଭାବନା । ହାଲୁକାରୁ ମଧ୍ୟମ ଧରଣର ବର୍ଷା ନେଇ ପାଣିପାଗ ବିଭାଗର ପୂର୍ବାନୁମାନ । କେନ୍ଦ୍ରାପଡ଼ା, ଜଗତସିଂହପୁର ଓ ପୁରୀ ଜିଲ୍ଲାର କିଛି କିଛି ସ୍ଥାନରେ ବର୍ଷାର ପ୍ରଭାବ ଦେଖିବାକୁ ମିଳିପାରେ । ଆସନ୍ତା ୨୦ ତାରିଖ ପର୍ୟ୍ୟନ୍ତ ରାଜ୍ୟର…
Read More...

ରାଜ୍ୟରେ ଆସନ୍ତା ୨ ଦିନ ବର୍ଷା ସମ୍ଭାବନା

ଭୁବନେଶ୍ୱର: ରାଜ୍ୟରେ ଆସନ୍ତା ୨ ଦିନ ବର୍ଷା ସମ୍ଭାବନା । ଆସନ୍ତା ୧୭ ତାରିଖରୁ ରାଜ୍ୟର ବିଭିନ୍ନ ସ୍ଥାନରେ ପାଗରେ ପରିବର୍ତ୍ତନ ଆସିବା ସହ କିଛି ସ୍ଥାନରେ ବର୍ଷା ସମ୍ଭାବନା ରହିଛି। ବିଶେଷ କରି ଉତ୍ତର ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା…
Read More...

ରାଜ୍ୟରେ ୨ରୁ ୩ଡିଗ୍ରୀ କମିବ ରାତିର ତାପମାତ୍ରା

ଭୁବନେଶ୍ୱର: ଖସିଲା ପାରଦ ବଢିଲା ଶୀତ । ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ କମିବ ରାତିର ତାପମାତ୍ରା । ତେଣୁ ଶୀତ ଆହୁରି ବଢିବ ବୋଲି କୁହାଯାଉଛି । ଉପକୂଳ ଓଡିଶାରେ ରାତିରେ ତାପମାତ୍ରା ୧୫ ଡିଗ୍ରୀ ତଳେ ରହିବ ବୋଲି ଅନୁମାନ କରାଯାଉଛି । ସେହିପରି ଆଭ୍ୟନ୍ତରୀଣ ଓଡିଶାରେ ୧୦ ଡିଗ୍ରୀ ତଳେ ରହିବ…
Read More...