ଦୁର୍ଗାପୁର ଓଡ଼ିଆ ଡାକ୍ତରୀ ଛାତ୍ରୀ ଗଣଦୁଷ୍କର୍ମ ମାମଲା; ଅଭିଯୁକ୍ତ ପୁରୁଷ ବନ୍ଧୁ ଗିରଫ
ଦୁର୍ଗାପୁର: ପଶ୍ଚିମବଙ୍ଗରେ ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ମାମଲା । ପୀଡ଼ିତାଙ୍କ ବୟଫ୍ରେଣ୍ଡଙ୍କୁ ଗିରଫ କଲା ଦୁର୍ଗାପୁର ପୋଲିସ । କ୍ୟାମ୍ପସ ବାହାରକୁ ନେବା ପାଇଁ ପ୍ରବର୍ତ୍ତାଇ ଥିବା ଅଭିଯୋଗରେ ଗିରଫ । ଆସନ୍ତାକାଲି ଗିରଫ ବୟଫ୍ରେଣ୍ଡକୁ କରାଯିବ କୋର୍ଟ ଚାଲାଣ ।…
Read More...
Read More...