ଜୀବନ ଯୁଦ୍ଧରେ ହାରିଗଲେ ରାଜଗାଙ୍ଗପୁର ପୀଡିତା, କିରୋସିନ ଢାଳି ନିଆଁ ଲଗାଇ ଦେଇଥିଲେ
ରାଜଗାଙ୍ଗପୁର: ନିଆଁରେ ପୋଡି ହୋଇ ଗୁରୁତର ଛାତ୍ରୀଙ୍କ ମୃତ୍ୟୁ ହୋଇଛି । ରାଉରକେଲା ଆଇଜିଏଚରେ ଚିକିତ୍ସାଧୀନ ଅବସ୍ଥାରେ ପୀଡିତା ଆଖି ବୁଜିଛନ୍ତି । ନିଜ ଶରୀରରେ କିରୋସିନ ଢାଳି ନିଆଁ ଲଗାଇଥିଲେ ନାବାଳିକା ଛାତ୍ରୀ । ପୁରୁଷ ବନ୍ଧୁର ଉତ୍ପୀଡ଼ନରେ ଅତିଷ୍ଠ ହୋଇ ଆତ୍ମାହୁତି ଉଦ୍ୟମ କରିଥିବା…
Read More...
Read More...