Browsing Tag

Worldcup

ହାର୍ଦ୍ଦିକଙ୍କ ସ୍ଥାନରେ ଅଶ୍ୱିନଙ୍କୁ ଟିମରେ ମିଳିପାରେ ସ୍ଥାନ

ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଲ ଲକ୍ଷ୍ନୌରେ ବିଶ୍ୱକପ ୨୦୨୩ ମ୍ୟାଚ ଖେଳାଯିବ । ଏହି ମ୍ୟାଚ ପାଇଁ ଭାରତୀୟ ଭାରତୀୟ କ୍ରିକେଟ ଟିମର ଚିନ୍ତା ବଢିଯାଇଛି । ଟିମ ଏବେ ପଏଣ୍ଟ ଟେବୁଲରେ ଶୀର୍ଷରେ ରହିଛି । ୫ଟି ଯାକ ମ୍ୟାଚ ଖେଳି ସବୁ ଜିତିଛି । ତେବେ ଟିମର ଷ୍ଟାର ବୋଲର ହାର୍ଦ୍ଦିକ ପାଣ୍ଡ୍ୟା ଆହତ…
Read More...

ଦକ୍ଷିଣ ଆଫ୍ରିକାର ଦମଦାର ପ୍ରଦର୍ଶନ

ଆଇସିସି ଦ୍ବାରା ପରିଚାଳିତ ଚଳିତ ଦିନିକିଆ ବିଶ୍ବକପ୍‌ର ୨୩ତମ ମ୍ୟାଚରେ ଦକ୍ଷିଣ ଆଫ୍ରିକା ଉଭୟ ବ୍ୟାଟିଂ ଓ ବୋଲିଂରେ ଦମଦାର ପ୍ରଦର୍ଶନ କରିଛି। ୩୮୩ ରନ୍‌ର ବିଜୟ ଲକ୍ଷ୍ୟ ନେଇ ବ୍ୟାଟିଂ କରିଥିବା ବାଂଲାଦେଶକୁ ୨୩୩ ରନ୍‌ରେ ଅଲ୍‌ଆଉଟ ହୋଇଛି। ବାଂଲାଦେଶ ଟିମ୍‌ ୪୬.୪ ଓଭର ପର୍ଯ୍ୟନ୍ତ…
Read More...

ବିଶ୍ୱକପ୍ ୨୦୨୩ : ମୁମ୍ବାଇରେ ଦକ୍ଷିଣ ଆଫ୍ରିକା-ବାଂଲାଦେଶ ଟକ୍କର

ମୁମ୍ବାଇ : ଆଇସିସି ବିଶ୍ୱକପ ୨୦୨୩ ଟୁର୍ଣ୍ଣମେଣ୍ଟରେ ଆଉଏକ ଜୋରଦାର ଲଢେଇ ଦେଖିବାକୁ ମିଳିବ । ମଚମ୍ବାଇର ୱାଙ୍ଗଡେ ଷ୍ଟାଡିୟମରେ ମୁହାଁମୁହିଁ ହେବେ ଦକ୍ଷିଣ ଆଫ୍ରିକା ଏବଂ ବାଂଲାଦେଶ । ଅପରାହ୍ନ ୨ଟାରେ ଖେଳାଯିବ ଏହି ମ୍ୟାଚ । ବାଂଲାଦେଶ ଟିମ ସାକିବ ଫେରିଛନ୍ତି । ଚଳିତ ବିଶ୍ୱକପ୍‌ରେ…
Read More...

ଶତକ ହାସଲ ପରେ ୱାର୍ଣ୍ଣରଙ୍କ ‘ପୁଷ୍ପା’ ଷ୍ଟାଇଲ

ଅଷ୍ଟ୍ରେଲିଆର ବିସ୍ଫୋରକ ଓପନର୍ ଡେଭିଡ ୱାର୍ଣ୍ଣରଙ୍କ ଦକ୍ଷିଣୀ ଭାରତୀୟ ଚଳଚ୍ଚିତ୍ର ପ୍ରତି ଭଲ ପାଇବା କାହାରିକୁ ଅଛପା ନାହିଁ | ତାଙ୍କୁ ଅନେକ ସମୟରେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ରର ଗୀତରେ ନାଚୁଥିବା ଦେଖିବାକୁ ମିଳିଥାଏ | ୱାର୍ଣ୍ଣର ସାଉଥ ସୁପରଷ୍ଟାର ଅଲୁ ଅର୍ଜୁନଙ୍କର ଜଣେ ବଡ଼ ପ୍ରଶଂସକ |…
Read More...

ଶୁବମନଙ୍କ ଅର୍ଦ୍ଧଶତକ ଦେଖି ଝୁମି ଉଠିଲେ ସାରା

ଗତ କାଲି ଭାରତ ଏବଂ ବାଂଲାଦେଶ ମଧ୍ୟରେ ବିଶ୍ୱକପ ୨୦୨୩ ମ୍ୟାଚ ଦେଥିବାକୁ ମିଳିଥିଲା । ଏହି ମ୍ୟାଚରେ ଭାରତ ବାଂଲାଦେଶକୁ ପରାସ୍ତ କରିଛି । ମ୍ୟାଚ ଦେଖିବା ପାଇଁ ସଚିନ ତେନ୍ଦୁଲକରଙ୍କ ଝିଅ ସାରା ତେନ୍ଦୁଲକର ମଧ୍ୟ ଷ୍ଟାଡିୟମରେ ପହଞ୍ଚିଥିଲେ । ମ୍ୟାଚ ଦେଖିବା ପାଇଁ ସଚିନ ତେନ୍ଦୁଲକରଙ୍କ ଝିଅ…
Read More...

ନ୍ୟୁଜିଲାଣ୍ଡ ବିପକ୍ଷ ମ୍ୟାଚରୁ ବାଦ ପଡିଲେ ହାର୍ଦ୍ଦିକ ପାଣ୍ଡ୍ୟା , BCCI ଜାରି କଲା ମେଡିକାଲ ରିପୋର୍ଟ

ଭାରତୀୟ ଦଳର ଷ୍ଟାର ଅଲରାଉଣ୍ଡ ହାର୍ଦ୍ଦିକ ପାଣ୍ଡ୍ୟା ଆହତ ହୋଇଛନ୍ତି । ଗତ କାଲି ହୋଇଥିବା ବାଂଲାଦେଶ ଏବଂ ଭାରତ ମ୍ୟାଚରେ ହାର୍ଦ୍ଦିକ ଆହତ ହୋଇଛନ୍ତି । ଫଳରେ ବିସିସିଆଇ ପାଣ୍ଡ୍ୟାଙ୍କ ଡାକ୍ତରୀ ରିପୋର୍ଟ ଜାରି କରିଛି । ବିସିସିଆଇ ଆହୁରି କହିଛନ୍ତି ଯେ ହାର୍ଦ୍ଦିକ ଧର୍ମଶାଳା ଖେଳାଯିବାକୁ…
Read More...

ଭାରତ ପାଇଁ ୨୫୭ ଟାର୍ଗେଟ ଦେଲା ବାଂଲାଦେଶ

ନୂଆଦିଲ୍ଲୀ : ଆଜି ପୁଣେରେ ଭାରତ- ବାଂଲାଦେଶ ଟକ୍ନର ଦେଖିବାକୁ ମିଳଛି । ଟସ ଜିତି ବ୍ୟାଟିଙ୍ଗ ନିଷ୍ପତ୍ତି ନେଇଥିଲା ବାଂଲାଦେଶ । ବାଂଲାଦେଶ ଅଧିନାୟକ ଆହତ ହେବା ହେତୁ ସେ ଆଜି ଖେଳି ନାହାନ୍ତି । ବୁମରା , ସିରାଜ ଏବଂ ଜାଡେଜା ଦୁଇଟି ଲେଖାଏଁ ୱିକେଟ ନେଇଥିବା ବେଳେ ସାର୍ଦୁଲ ଏବଂ କୁଲଦୀପ…
Read More...

ବାଂଲାଦେଶ ବିପକ୍ଷରେ ମ୍ୟାଚ ପାଇଁ ପ୍ରସ୍ତୁତ କରୁଛି ଟିମ ଭାରତ

ବିଶ୍ୱକପରେ ଭାରତ ତିନିଥର ବିଜୟ ହାସଲ କରିଛି । ଭାରତୀୟ ଟିମର ଅଧିନାୟକ ରୋହିତ ଶର୍ମାଙ୍କ ଯୋଗଦାନ ଟିମରେ ଗୁରୁତ୍ୱପୂର୍ଣ୍ଣ ରହିଛି । ବିଶ୍ୱକପରେ ୩ଟି ଇନଂସରେ ୧ଟି ଶତକ ଏବଂ ୧ଟି ଅର୍ଦ୍ଧଶତକ ମାରିସାରିଛନ୍ତି । ତେବେ ବଶ୍ୱକପରେ ଆସନ୍ତାକାଲ ଭାରତ ବାଂଲାଦେଶ ପୁଣେରେ ମୁହାଁମୁହିଁ ହେବେ ।…
Read More...

ଦକ୍ଷିଣ ଆଫ୍ରିକାକୁ ୨୪୫ ସ୍କୋରରେ  ହରାଇଲା ନେଦରଲାଣ୍ଡ

ଚଳିତ ବିଶ୍ବକପରେ ଗୋଟିଏ ଦିନ ବ୍ୟବଧାନରେ ପୁଣି ଏକ ବିପର୍ଯ୍ୟୟ ସୃଷ୍ଟି ହୋଇଛି। ଯୋଗ୍ୟତା ପର୍ଯ୍ୟାୟରୁ ମୁଖ୍ୟ ପର୍ଯ୍ୟାୟକୁ ଆସିଥିବା ୟୁରୋପୀୟ ଦଳ ନେଦରଲାଣ୍ଡ୍ସ ୩୮ ରନରେ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରିଛି। ବର୍ଷା ଯୋଗୁଁ  ବାଧାପ୍ରାପ୍ତ ହୋଇଥିବା ମ୍ୟାଚରେ  ନେଦରଲାଣ୍ଡ ଟିମ  ୪୩…
Read More...

ବିଶ୍ବ ଚାମ୍ପିଅନ ଇଂଲଣ୍ଡକୁ ହରାଇଲା ଆଫଗାନିସ୍ତାନ

ଚଳିତ ବିଶ୍ବକପ୍ କ୍ରିକେଟର ଏକ ବଡ଼ ବିପର୍ଯ୍ୟୟ ଘଟାଇଛି ଆଫଗାନିସ୍ତାନ । ଏହି ଦଳ ବିଶ୍ବ ଚାମ୍ପିଅନ ଇଂଲଣ୍ଡକୁ ୬୯ ରନରେ ହରାଇଦେଇଛି । ଆଫଗାନିସ୍ତାନ ଦ୍ବାରା ରଖାଯାଇଥିବା ୨୮୫ ରନ ଜବାବରେ ଇଂଲଣ୍ଡ ୨୧୫ ରନ କରି ଅଲଆଉଟ ହୋଇଯାଇଛି । ହେନେରି ବ୍ରୁକଙ୍କ ବ୍ୟତୀତ ଦଳର ଅନ୍ୟ କୌଣସି…
Read More...