ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି ଯମୁନା, ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା
ନୂଆଦିଲ୍ଲୀ: ଉଛୁଳିଛି ଯମୁନା । ରାଜଧାନୀ ବାସୀଙ୍କୁ ଡରାଉଛି ନଦୀ । ବର୍ତ୍ତମାନ ଉତ୍ତର ଭାରତରେ ବନ୍ୟା ପରିସ୍ଥିତି ଅତ୍ୟନ୍ତ ଭୟାନକ ରହିଛି । ଗଙ୍ଗା ନଦୀ ପରେ ଏବେ ଯମୁନା ନଦୀ ମଧ୍ୟ ନିଜର ଭୟଙ୍କର ରୂପ ଦେଖାଉଛି । କ୍ରମାଗତ ବର୍ଷା ଏବଂ ଉପରମୁଣ୍ଡରୁ ଅତ୍ୟଧିକ ଜଳ ପ୍ରବାହ ଯୋଗୁଁ ଯମୁନା ନଦୀର…
Read More...
Read More...