Browsing Tag

Yashwant Sinha

ରାଷ୍ଟ୍ରପତି ନିର୍ବାଚନ ପାଇଁ ଓଡିଶାରେ ଆସି ପହଞ୍ଚିଲା ବାଲାଟ୍ ବକ୍ସ: ୧୮ରେ ଭୋଟ ଗ୍ରହଣ

ଭୁବନେଶ୍ୱର: ରାଷ୍ଟ୍ରପତି ନିର୍ବାଚନ ପାଇଁ ଓଡିଶାରେ ଆସି ପହଞ୍ଚିଲା ବାଲାଟ୍ ବକ୍ସ ଓ ନିର୍ବାଚନ ସମ୍ପର୍କିତ ସମସ୍ତ ସାମଗ୍ରୀ । ବିଜୁ ପଟ୍ଟନାୟକ ବିମାନ ବନ୍ଦରରୁ ସମସ୍ତ ସାମଗ୍ରୀକୁ କଡା ସୁରକ୍ଷା ବଳୟ ମଧ୍ୟରେ ବିଧାନସଭା ପରିସରରେ ଥିବା ଷ୍ଟ୍ରଂଗରୁମକୁ ନିଆଯାଇଛି । ବିଧାନସଭାର ପ୍ରଥମ ମହଲା…
Read More...

ଯଶୱନ୍ତ ସିହ୍ନା ହେଲେ ରାଷ୍ଟ୍ରପତି ପ୍ରାର୍ଥୀ

ନୂଆଦିଲ୍ଲୀ: ମିଳିତ ବିରୋଧୀ ଦଳର ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଯଶୱନ୍ତ ସିହ୍ନାଙ୍କ ନାଁ ଘୋଷଣା କରାଯାଇଛି। ଶ୍ରୀ ସିହ୍ନାଙ୍କ ନାମକୁ ବରିଷ୍ଠ କଂଗ୍ରେସ ନେତା ମଲ୍ଲୀକାର୍ଜୁନ ଖାଡଗେ ଏନସିପି ସୁପ୍ରିମୋ ଶରଦ ପାୱାରଙ୍କ ଉପସ୍ଥିତିରେ ଘୋଷଣା କରିଥିଲେ। ୧୯ଟି ମିଳିତ ବିରୋଧୀ ଦଳର ପ୍ରାର୍ଥୀ ଭାବେ…
Read More...