ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ମାମଲା;ଭରତପୁର ଥାନାରେ ମହିଳା କମିଶନ ଅଧ୍ୟକ୍ଷା

0

ଭୁବନେଶ୍ୱରଭୁବନେଶ୍ୱର; ଭରତପୁର ଥାନାରେ ମହିଳା କମିଶନ ଅଧ୍ୟକ୍ଷା । ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ମାମଲାରେ ପହଞ୍ଚିଲେ ।ଗଣମାଧ୍ୟମକୁ କମିଶନ ଅଧ୍ୟକ୍ଷା ମିନତୀ ବେହେରାଙ୍କ ପ୍ରତିକ୍ରିୟା ।ମହିଳା କମିଶନ ଏନେଇ ନିଜ ତରଫରୁ ଏକ ମାନଲା ରୁଜୁ କରିଛନ୍ତି ।ଶିଘ୍ର ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ନେବାକୁ ଡିସିପିଙ୍କୁ ଚିଠି କରିଛୁ । ସଠିକ ତଦନ୍ତ କରାଯାଇ ଦୋଷୀକୁ ଦଣ୍ଡ ଦିଆଯାଉ ।ପୀଡିତାଙ୍କୁ ନିଶ୍ଚିତ ଭାବେ ନ୍ୟାୟ ମିଳିବ କହିଲେ କମିଶନ ଅଧ୍ୟକ୍ଷା ।