ମକର ସଙ୍କ୍ରାନ୍ତିରେ ବୈତରଣୀରେ ମକର ସ୍ନାନ କଲେ ମୁଖ୍ୟମନ୍ତ୍ରୀ…

ମକର ସଂକ୍ରାନ୍ତି ଅବସର ରେ କେନ୍ଦୁଝର ଜିଲ୍ଲା ପାଟଣା ଠାରେ ପବିତ୍ର ବୈତରଣୀ ନଦୀରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ମକର ସ୍ନାନ କରୁଛନ୍ତି ।ଏହାବ୍ୟତୀତ ମକର ସଂକ୍ରାନ୍ତିର ଶୁଭେଚ୍ଛା ଜଣାଇଛନ୍ତି ।

ଏହି ପବିତ୍ର ପର୍ବ ସମସ୍ତଙ୍କ ଜୀବନରେ ସୁଖ, ଶାନ୍ତି ଏବଂ ସମୃଦ୍ଧି ଭରିଦେଉ ବୋଲି ମହାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରିଛନ୍ତି ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ ବୁଡ଼ ପକାଇବା ପାଇଁ ବୈତରଣୀ ଘାଟରେ ବ୍ୟାପକ ପ୍ରସ୍ତୁତି କରାଯାଇଥିଲା ।।