ଭୁବନେଶ୍ୱର(ରିପୋର୍ଟର୍ସ ଟୁଡେ) : କୋଭିଡ ବିଷୟରେ କିଛି ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିପାରନ୍ତିି ମୁଖ୍ୟମନ୍ତ୍ରୀ । ଆଜି ସନ୍ଧ୍ୟା ୭ଟାରେ ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ସମ୍ବୋଧନ କରିପାରନ୍ତି । ସୂଚନାଯୋଗ୍ୟ ରାଜ୍ୟରେ ଦ୍ୱିତୀୟ ଲହର କମିଆସୁଥିବା ବେଳେ କୋଭିଡ କଟକଣା ରାଜ୍ୟରେ ଅନେକ ସ୍ଥାନରେ କୋହଳ କରିଦିଆଯିଆଯାଇଛି ।