ଭୁବନେଶ୍ୱର: ଆସନ୍ତା ସୋମବାର ( ସେପ୍ଟେମ୍ବର ୩୦ ତାରିଖ ) ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି l ମୁଖ୍ୟମନ୍ତ୍ରୀଙ୍କ ଅନ୍ୟ ଜରୁରୀ ଗୁରୁତ୍ୱପୂର୍ଣ୍ଣ ସରକାରୀ କାର୍ଯ୍ୟକ୍ରମ ଥିବାରୁ ଭୁବନେଶ୍ୱର ୟୁନିଟ-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନଶୁଣାଣି ବନ୍ଦ ରହିବ । ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା l