ଆସନ୍ତା ୩୧ ତାରିଖରେ ଶପଥ ନେବେ ନୂଆ ରାଜ୍ୟପାଳ

ଭୁବନେଶ୍ୱର: ଆସନ୍ତା ୩୧ ତାରିଖରେ ଶପଥ ନେବେ ନୂଆ ରାଜ୍ୟପାଳ । ତେବେ ୨୯ ତାରିଖରେ ରାଜଭବନରେ ପହଂଚିବେ ରଘୁବର ଦାସ । ଓଡିଶାର ରାଜ୍ୟପାଳ ଦାୟିତ୍ୱ ଗ୍ରହଣ ପୂର୍ବରୁ ପ୍ରତିକ୍ରିୟା ରଖିଛନ୍ତି ନବ ନିଯୁକ୍ତ ରାଜ୍ୟପାଳ ରଘୁବର ଦାସ । କହିଛନ୍ତି କୌଣସି ଦାୟିତ୍ୱ କଠିନ ନୁହେଁ । ନିଷ୍ଠାର ସହ ଦାୟିତ୍ୱ ତୁଳାଇଲେ ଯେତେ ବଡ କାମ ବି ସହଜରେ କରି ହୋଇଥାଏ । ୧୯୮୦ ମସିହାରୁ ଜନତାଙ୍କ ସେବା କରି ଆସୁଥିବା କହିଛନ୍ତି ରଘୁବର ଦାସ ।