(ଭୁବନେଶ୍ୱର) : ରାଜ୍ୟରେ ଦିନକୁ ଦିନ ହ୍ରାସ ପାଇବାରେ ଲାଗିଛି କରୋନା ସଂକ୍ରମଣ । ତେବେ ଗତ ୨୪ ଘଣ୍ଟାରେ ରାଜ୍ୟରୁ ଆଉ ୩୬ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୧ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୧୫ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଆସନ୍ତୁ ଜାଣିବା କେଉଁ ଜିଲ୍ଲାରୁ କେତେ ସଂକ୍ରମିତ ସଂଖ୍ୟା :-]
7. Kendrapada: 3
8. Khurda: 5
9. Mayurbhanj: 5
10. Sambalpur: 4
11. Sundargarh: 9
12. State Pool: 1New recoveries: 71
Cumulative tested: 30764581
Positive: 1287737
Recovered: 1278233
Active cases: 330— I & PR Department, Odisha (@IPR_Odisha) April 3, 2022
ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୦୬ ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୭୩୭ ଜଣ କୁ ବୃଦ୍ଧି ପାଇଛି। ଏଥି ମଧ୍ୟରୁ ୩୩୦ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୮୨୩୩ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୦୭୬୪୫୮୧ ସାମ୍ପୁଲ ଟେଷ୍ଟ୍ ହୋଇଛି ।