ଆଜି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଆଣ୍ଡାମାନ ସାଗର ଛୁଇଁଛି 

ନୂଆଦିଲ୍ଲୀ:  ଆଣ୍ଡାମାନ ଛୁଇଁଲା ମୌସୁମୀ ।  ଆଜି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଦକ୍ଷିଣ ବଙ୍ଗୋପସାଗର, ଦକ୍ଷିଣ ଆଣ୍ଡାମାନ ସାଗର, ନିକୋବର ଦ୍ବୀପ ଏବଂ ଉତ୍ତର ଆଣ୍ଡାମାନ ସାଗରର କିଛି ଅଞ୍ଚଳକୁ ଅଗ୍ରସର ହୋଇଛି ।   ଏନେଇ Xରେ ସୂଚନା ଦେଇଛନ୍ତି ପାଣିପାଗ ବିଜ୍ଞାନୀ ଉମା ଶଙ୍କର ଦାସ।  ଗତ ୨୪ ଘଣ୍ଟାରେ ନିକୋବର  ଦୀପର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର  ବର୍ଷା  ହୋଇଥିବା କୁହାଯାଉଛି