ଦୁଇଟି ଟ୍ରକ ମୁହାଁମୁହିଁ ଧକ୍କା

( ମମତା ସାମଲ): ବାଲେଶ୍ୱର ଜିଲ୍ଲା ଏନଏଚ ୧୬ ଛପୁଲିଆ ଛକ ନିକଟରେ ଘଟିଛି ସଡକ ଦୁର୍ଘଟଣା ଦୁଇ ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି । ଦୁର୍ଘଟଣାରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୨ ଜଣ ଗୁରୁତର ଆହତ ହୋଇଛନ୍ତି । ଆହତମାନଙ୍କୁ ସୋର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।