୪ହଜାର ଟଙ୍କା ନେବା ପଡିଲା ମହଙ୍ଗା, ଭିଜିଲାନ୍ସ ଜାଲରେ କିରାଣୀ

ଯାଜପୁର : ଭିଜିଲାନ୍ସ ଜାଲରେ କିରାଣୀ । ୪ହଜାର ଟଙ୍କା ଲାଞ୍ଚ ନେବାବେଳେ ଗିରଫ ହୋଇଛନ୍ତି ଯାଜପୁର କବିରପୁର ସ୍ଥିତ ପୁରୁଷୋତ୍ତମପୁର ଉଚ୍ଛ ବିଦ୍ୟାଳୟର କିରାଣୀ ମହେଶ୍ୱର ସାମଲ । ନେସନ ଟଙ୍କା କରାଇ ଦେବା ପାଇଁ ୪ହଜାର ଟଙ୍କା ଲାଞ୍ଚ ନେଉଥିଲେ।