ଖଳନାୟକ ପୀୟୂଷ ତ୍ରିପାଠୀଙ୍କୁ କୋର୍ଟ ଝଟ୍‌କା, ମଞ୍ଚ ଚଢ଼ିବା ବାରଣ

ଚର୍ଚ୍ଚିତ ଖଳନାୟକ ପୀୟୂଷ ତ୍ରିପାଠୀଙ୍କୁ କୋର୍ଟ ଝଟ୍‌କା । କୋର୍ଟଙ୍କ ପରର୍ବତ୍ତୀ ଶୁଣାଣି ପର୍ଯ୍ୟନ୍ତ ମଞ୍ଚ ଚଢ଼ିବା ବାରଣ । ଯାତ୍ରା ପାର୍ଟି ସହ ଚୁକ୍ତି ଖିଲାପ ମାମଲାରେ ଲାଗିଲା ରୋକ୍‌ । ଦୀର୍ଘ ବର୍ଷେ ପରେ ଗତ ୫ରେ ମଞ୍ଚ ଚଢ଼ିଥିଲେ ପୀୟୂଷ । ସିଂହବାହିନୀର ‘ତୁ ମୋ ବଜରଙ୍ଗୀ’ ନାଟକରେ ଅଭିନୟ କରିଥିଲେ । ତେବେ ଦୀର୍ଘ ୬ ମାସ ପରେ ପୁଣି ମଞ୍ଚକୁ ଓହ୍ଲାଇଥିଲେ ଯାତ୍ରା ଅଭିନେତା ପୀୟୂଷ ତ୍ରିପାଠୀ। ଯାତ୍ରା ସିଂହବାହିନୀ … Continue reading ଖଳନାୟକ ପୀୟୂଷ ତ୍ରିପାଠୀଙ୍କୁ କୋର୍ଟ ଝଟ୍‌କା, ମଞ୍ଚ ଚଢ଼ିବା ବାରଣ