ଜାନୁଆରୀ ୧୫ରୁ ଆରମ୍ଭ ହେବ ବିଶ୍ୱ ପ୍ରସିଦ୍ଧ ଧନୁଯାତ୍ରା

ଭୁବନେଶ୍ବର : ଆସନ୍ତା ଜାନୁଆରୀ ୧୫ ତାରିଖରୁ  ଆରମ୍ଭ ହେବ ବିଶ୍ବ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା। ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକେ ଏହି ନିଷ୍ପତ୍ତି ନିଆଯାଇଛି। ୧୧ଦିନ ଧରି ଚାଲିବ ବିଶ୍ବ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ଧନୁଯାତ୍ରା କମିଟି, ଜ଼ିଲ୍ଲା ପ୍ରଶାସନ ତଥା ବରଗଡ଼ର ବହୁ ମାନ୍ୟଗଣ୍ୟ ବ୍ୟକ୍ତିଙ୍କ ସର୍ବସମ୍ମତି କ୍ରମେ ଏହି ତାରିଖ ଧାର୍ଯ୍ୟ କରାଯାଇଛି